Online Bible

- Reklamy -




2 ରାଜାବଳୀ 10:35 - ଓଡିଆ ବାଇବେଲ

35 ପୁଣି ଯେହୂଙ୍କ ମୃତ୍ୟୁ ପରେ, ଲୋକମାନେ ତାଙ୍କୁ ଶମରୀୟାରେ କବର ଦେଲେ। ତହିଁ ଉତ୍ତାରେ ତାଙ୍କର ପୁତ୍ର ଯିହୋୟାହସ୍‍ ତାଙ୍କ ପଦରେ ରାଜ୍ୟ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

35 ପୁଣି ଯେହୂ ଆପଣା ପିତୃଲୋକଙ୍କ ସହିତ ଶୟନ କରନ୍ତେ, ଲୋକମାନେ ତାଙ୍କୁ ଶମରୀୟାରେ କବର ଦେଲେ। ତହିଁ ଉତ୍ତାରେ ତାଙ୍କର ପୁତ୍ର ଯିହୋୟାହସ୍ ତାଙ୍କ ପଦରେ ରାଜ୍ୟ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ପୁଣି ଯେହୂଙ୍କ ମୃତ୍ୟୁ ପରେ, ଲୋକମାନେ ତାଙ୍କୁ ଶମରୀୟାରେ କବର ଦେଲେ। ତହିଁ ଉତ୍ତାରେ ତାଙ୍କର ପୁତ୍ର ଯିହୋୟାହସ୍‍ ତାଙ୍କ ପଦରେ ରାଜ୍ୟ କଲେ।

Viz kapitola kopírovat

ପବିତ୍ର ବାଇବଲ

35 ଯେହୂଙ୍କ ମୃତ୍ୟୁ ଅନ୍ତେ ସେ ନିଜ ପୂର୍ବପୁରୁଷଗଣଙ୍କ ସହିତ ଶମରିୟାରେ ସମାଧିସ୍ଥ ହେଲେ। ତାଙ୍କ ପରେ ତାଙ୍କ ପୁତ୍ର ଯିହୋୟାହସ ଇସ୍ରାଏଲରେ ରାଜା ହେଲେ।

Viz kapitola kopírovat




2 ରାଜାବଳୀ 10:35

Následuj nás:

Reklamy


Reklamy