2 ରାଜାବଳୀ 10:8 - ଓଡିଆ ବାଇବେଲ8 ଏଥିରେ ଜଣେ ଦୂତ ଆସି ଯେହୂଙ୍କୁ ଜଣାଇ କହିଲା, “ସେମାନେ ରାଜପୁତ୍ରମାନଙ୍କ ମସ୍ତକ ଆଣିଅଛନ୍ତି।” ତହିଁରେ ସେ କହିଲେ, “ଦ୍ୱାର ପ୍ରବେଶ ସ୍ଥାନରେ ଦୁଇ ଗଦା କରି ପ୍ରାତଃକାଳ ପର୍ଯ୍ୟନ୍ତ ସେସବୁ ରଖ।” Viz kapitolaପବିତ୍ର ବାଇବଲ (Re-edited) - (BSI)8 ଏଥିରେ ଜଣେ ଦୂତ ଆସି ତାଙ୍କୁ ଜଣାଇ କହିଲା, ସେମାନେ ରାଜପୁତ୍ରମାନଙ୍କ ମସ୍ତକ ଆଣିଅଛନ୍ତି। ତହିଁରେ ସେ କହିଲେ, ଦ୍ଵାର-ପ୍ରବେଶ ସ୍ଥାନରେ ଦୁଇ ଗଦା କରି ପ୍ରାତଃ କାଳ ପର୍ଯ୍ୟନ୍ତ ସେସବୁ ରଖ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏଥିରେ ଜଣେ ଦୂତ ଆସି ଯେହୂଙ୍କୁ ଜଣାଇ କହିଲା, “ସେମାନେ ରାଜପୁତ୍ରମାନଙ୍କ ମସ୍ତକ ଆଣିଅଛନ୍ତି।” ତହିଁରେ ସେ କହିଲେ, “ଦ୍ୱାର-ପ୍ରବେଶ ସ୍ଥାନରେ ଦୁଇ ଗଦା କରି ପ୍ରାତଃକାଳ ପର୍ଯ୍ୟନ୍ତ ସେସବୁ ରଖ।” Viz kapitolaପବିତ୍ର ବାଇବଲ8 ତା'ପରେ ଦୂତ ଆସି ଯେହୂଙ୍କୁ କହିଲା, “ସେମାନେ ରାଜପୁତ୍ରମାନଙ୍କର କଟାମୁଣ୍ତ ଆଣିଛନ୍ତି।” ତା'ପରେ ଯେହୂ କହିଲେ, “ସେଗୁଡ଼ିକୁ ନଗରର ଦ୍ୱାର ଦେଶରେ ଦୁଇଟି ଗଦାକରି ସକାଳ ପର୍ଯ୍ୟନ୍ତ ରଖ।” Viz kapitola |