Online Bible

- Reklamy -




2 ରାଜାବଳୀ 10:9 - ଓଡିଆ ବାଇବେଲ

9 ଏଥିଉତ୍ତାରେ ପ୍ରାତଃକାଳରେ ଯେହୂ ବାହାରକୁ ଯାଇ ଠିଆ ହୋଇ ସମସ୍ତ ଲୋକଙ୍କୁ କହିଲେ, “ତୁମ୍ଭେମାନେ ଧାର୍ମିକ ଲୋକ; ଦେଖ, ମୁଁ ଆପଣା ପ୍ରଭୁ ବିରୁଦ୍ଧରେ ଚକ୍ରାନ୍ତ କରି ତାହାକୁ ବଧ କଲି; ମାତ୍ର ଏସମସ୍ତଙ୍କୁ କିଏ ବଧ କଲା ?

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

9 ଏଥିଉତ୍ତାରେ ପ୍ରାତଃ କାଳରେ ସେ ବାହାରକୁ ଯାଇ ଛିଡ଼ା ହୋଇ ସମସ୍ତ ଲୋକଙ୍କୁ କହିଲେ, ତୁମ୍ଭେମାନେ ଧାର୍ମିକ ଲୋକ; ଦେଖ, ମୁଁ ଆପଣା ପ୍ରଭୁ ବିରୁଦ୍ଧରେ ଚକ୍ରା; କରି ତାହାକୁ ବଧ କଲି; ମାତ୍ର ଏସମସ୍ତଙ୍କୁ କିଏ ବଧ କଲା?

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏଥିଉତ୍ତାରେ ପ୍ରାତଃକାଳରେ ଯେହୂ ବାହାରକୁ ଯାଇ ଠିଆ ହୋଇ ସମସ୍ତ ଲୋକଙ୍କୁ କହିଲେ, “ତୁମ୍ଭେମାନେ ଧାର୍ମିକ ଲୋକ; ଦେଖ, ମୁଁ ଆପଣା ପ୍ରଭୁ ବିରୁଦ୍ଧରେ ଚକ୍ରାନ୍ତ କରି ତାହାକୁ ବଧ କଲି; ମାତ୍ର ଏସମସ୍ତଙ୍କୁ କିଏ ବଧ କଲା?

Viz kapitola kopírovat

ପବିତ୍ର ବାଇବଲ

9 ପ୍ରଭାତରେ ଯେହୂ ବାହାରକୁ ଯାଇ ଲୋକମାନଙ୍କ ସମ୍ମୁଖରେ ଛିଡ଼ା ହୋଇ କହିଲେ, “ତୁମ୍ଭେମାନେ ନିରିହ ଲୋକ, ମୁଁ ଆପଣା ମହାଶୟଙ୍କୁ ଚକ୍ରାନ୍ତ କରି ବଧ କଲି, ମାତ୍ର ଏହି ଆହାବଙ୍କର ପୁତ୍ରମାନଙ୍କୁ କିଏ ବଧ କଲା? ତୁମ୍ଭେମାନେ ସେମାନଙ୍କୁ ବଧ କଲ।

Viz kapitola kopírovat




2 ରାଜାବଳୀ 10:9

Následuj nás:

Reklamy


Reklamy