2 ରାଜାବଳୀ 11:5 - ଓଡିଆ ବାଇବେଲ5 ଆଉ ସେ ସେମାନଙ୍କୁ ଆଜ୍ଞା ଦେଇ କହିଲା, “ତୁମ୍ଭେମାନେ ଏହି କର୍ମ କରିବ; ତୁମ୍ଭମାନଙ୍କ ମଧ୍ୟରୁ ଯେଉଁମାନେ ବିଶ୍ରାମଦିନରେ ଆସନ୍ତି, ସେମାନଙ୍କ ତୃତୀୟାଂଶ ରାଜଗୃହର ରକ୍ଷଣୀୟ ରକ୍ଷା କରିବେ, Viz kapitolaପବିତ୍ର ବାଇବଲ (Re-edited) - (BSI)5 ଆଉ ସେ ସେମାନଙ୍କୁ ଆଜ୍ଞା ଦେଇ କହିଲା, ତୁମ୍ଭେମାନେ ଏହି କର୍ମ କରିବ; ତୁମ୍ଭମାନଙ୍କ ମଧ୍ୟରୁ ଯେଉଁମାନେ ବିଶ୍ରାମଦିନରେ ଆସନ୍ତି, ସେମାନଙ୍କ ତୃତୀୟାଂଶ ରାଜଗୃହର ରକ୍ଷଣୀୟ ରକ୍ଷା କରିବେ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଆଉ ସେ ସେମାନଙ୍କୁ ଆଜ୍ଞା ଦେଇ କହିଲା, “ତୁମ୍ଭେମାନେ ଏହି କର୍ମ କରିବ; ତୁମ୍ଭମାନଙ୍କ ମଧ୍ୟରୁ ଯେଉଁମାନେ ବିଶ୍ରାମବାରରେ ଆସନ୍ତି, ସେମାନଙ୍କ ତୃତୀୟାଂଶ ରାଜଗୃହର ରକ୍ଷଣୀୟ ରକ୍ଷା କରିବେ, Viz kapitolaପବିତ୍ର ବାଇବଲ5 ତା'ପରେ ସେ ସେମାନଙ୍କୁ ଆଜ୍ଞା ଦେଇ କହିଲେ, “ତୁମ୍ଭେମାନେ ଏହା ନିଶ୍ଚୟ କରିବ। ତୁମ୍ଭମାନଙ୍କ ମଧ୍ୟରୁ ଏକ ତୃତୀୟାଂଶ ବିଶ୍ରାମ ଦିନରେ ଏହି ପ୍ରାସାଦକୁ ପ୍ରହରା ଦେବାକୁ ନିଶ୍ଚୟ ଆସିବ। Viz kapitola |