2 ରାଜାବଳୀ 11:8 - ଓଡିଆ ବାଇବେଲ8 ପୁଣି ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ହସ୍ତରେ ଅସ୍ତ୍ର ନେଇ ରାଜାଙ୍କୁ ଚତୁର୍ଦ୍ଦିଗରେ ବେଷ୍ଟନ କରିବ; ଆଉ ଯେ କେହି ଶ୍ରେଣୀ ଭିତରକୁ ଆସେ, ସେ ହତ ହେଉ ଓ ରାଜା ବାହାରକୁ ଯିବା ବେଳେ ଓ ଭିତରକୁ ଆସିବା ବେଳେ ତୁମ୍ଭେମାନେ ତାଙ୍କ ସଙ୍ଗେ ଥାଅ। ” Viz kapitolaପବିତ୍ର ବାଇବଲ (Re-edited) - (BSI)8 ପୁଣି ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ହସ୍ତରେ ଅସ୍ତ୍ର ନେଇ ରାଜାଙ୍କୁ ଚତୁର୍ଦ୍ଦିଗରେ ବେଷ୍ଟନ କରିବ; ଆଉ ଯେ କେହି ଶ୍ରେଣୀ ଭିତରକୁ ଆସେ, ସେ ହତ ହେଉ ଓ ରାଜା ବାହାରକୁ ଯିବା ବେଳେ ଓ ଭିତରକୁ ଆସିବା ବେଳେ ତୁମ୍ଭେମାନେ ତାଙ୍କ ସଙ୍ଗେ ଥାଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ହସ୍ତରେ ଅସ୍ତ୍ର ନେଇ ରାଜାଙ୍କୁ ଚତୁର୍ଦ୍ଦିଗରେ ବେଷ୍ଟନ କରିବ; ଆଉ ଯେକେହି ଶ୍ରେଣୀ ଭିତରକୁ ଆସେ, ସେ ହତ ହେଉ ଓ ରାଜା ବାହାରକୁ ଯିବା ବେଳେ ଓ ଭିତରକୁ ଆସିବା ବେଳେ ତୁମ୍ଭେମାନେ ତାଙ୍କ ସଙ୍ଗେ ଥାଅ।” Viz kapitolaପବିତ୍ର ବାଇବଲ8 ତୁମ୍ଭେମାନେ ରାଜା ଯୋୟାଶକୁ ବେଷ୍ଟନ କରି ରହିବ। ସେ ଯେତେବେଳେ ଯିବେ, ତୁମ୍ଭେ ତାଙ୍କ ସହିତ ନିଶ୍ଚୟ ରହିବ। ତୁମ୍ଭେମାନେ ସର୍ବଦା ଅସ୍ତ୍ରରେ ସଜ୍ଜିତ ହୋଇ ରହିବ। ଯେକୌଣସି ଲୋକ ତୁମ୍ଭର ଅତି ନିକଟକୁ ଆସେ ତାକୁ ହତ୍ୟା କରାଯିବ।” Viz kapitola |