2 ରାଜାବଳୀ 11:9 - ଓଡିଆ ବାଇବେଲ9 ତହିଁରେ ଯିହୋୟାଦା ଯାଜକ ଯାହାସବୁ ଆଜ୍ଞା କଲା, ତଦନୁସାରେ ଶତପତିମାନେ କଲେ; ପୁଣି ସେମାନେ ପ୍ରତ୍ୟେକେ ବିଶ୍ରାମବାରରେ ଅନ୍ତର୍ଗାମୀ ଓ ବିଶ୍ରାମବାରରେ ବହିର୍ଗାମୀ ଆପଣା ଆପଣା ଲୋକମାନଙ୍କୁ ନେଇ ଯିହୋୟାଦା ଯାଜକ ନିକଟକୁ ଆସିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ତହିଁରେ ଯିହୋୟାଦା ଯାଜକ ଯାହାସବୁ ଆଜ୍ଞା କଲା, ତଦନୁସାରେ ଶତପତିମାନେ କଲେ; ପୁଣି ସେମାନେ ପ୍ରତ୍ୟେକେ ବିଶ୍ରାମବାରରେ ଅନ୍ତର୍ଗାମୀ ଓ ବିଶ୍ରାମବାରରେ ବହିର୍ଗାମୀ ଆପଣା ଆପଣା ଲୋକମାନଙ୍କୁ ନେଇ ଯିହୋୟାଦା ଯାଜକ ନିକଟକୁ ଆସିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତହିଁରେ ଯିହୋୟାଦା ଯାଜକ ଯାହାସବୁ ଆଜ୍ଞା କଲା, ତଦନୁସାରେ ଶତପତିମାନେ କଲେ; ପୁଣି ସେମାନେ ପ୍ରତ୍ୟେକେ ବିଶ୍ରାମବାରରେ ଅନ୍ତର୍ଗାମୀ ଓ ବିଶ୍ରାମବାରରେ ବହିର୍ଗାମୀ ଆପଣା ଆପଣା ଲୋକମାନଙ୍କୁ ନେଇ ଯିହୋୟାଦା ଯାଜକ ନିକଟକୁ ଆସିଲେ। Viz kapitolaପବିତ୍ର ବାଇବଲ9 ଯିହୋୟାଦା ଯାଜକ ଯାହାସବୁ ଆଦେଶ କଲେ, ଅଧ୍ୟକ୍ଷମାନେ ତଦନୁସାରେ ପାଳନ କଲେ। ସେମାନଙ୍କ ମଧ୍ୟରୁ ପ୍ରତ୍ୟେକ ତାଙ୍କର ପୁରୁଷମାନଙ୍କୁ ଆଣିଲେ, ଉଭୟ ଯେଉଁମାନେ ବିଶ୍ରାମ ଦିନରେ କାର୍ଯ୍ୟକୁ ଯାଉଥିଲେ ଓ ଯେଉଁମାନେ କାର୍ଯ୍ୟକୁ ଯାଉ ନ ଥିଲେ, ଏହି ଲୋକମାନେ ଯିହୋୟାଦା ଯାଜକ ନିକଟକୁ ଗଲେ। Viz kapitola |