2 ରାଜାବଳୀ 12:18 - ଓଡିଆ ବାଇବେଲ18 ତହିଁରେ ଯିହୁଦାର ରାଜା ଯୋୟାଶ୍ ଆପଣା ପୂର୍ବପୁରୁଷ ଯିହୋଶାଫଟ୍ ଓ ଯିହୋରାମ୍ ଓ ଅହସୀୟ, ଯିହୁଦାର ଏହି ରାଜାମାନଙ୍କ ପ୍ରତିଷ୍ଠିତ ସମସ୍ତ ପବିତ୍ରୀକୃତ ବସ୍ତୁ ଓ ଆପଣାର ପବିତ୍ରୀକୃତ ବସ୍ତୁ ଓ ସଦାପ୍ରଭୁଙ୍କ ଗୃହର ଭଣ୍ଡାରରେ ଓ ରାଜଗୃହସ୍ଥ ଭଣ୍ଡାରରେ ପ୍ରାପ୍ତ ସମସ୍ତ ସ୍ୱର୍ଣ୍ଣ ନେଇ ଅରାମର ରାଜା ହସାୟେଲ ନିକଟକୁ ପଠାଇଲେ; ତହୁଁ ସେ ଯିରୂଶାଲମରୁ ବାହାରି ଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)18 ତହିଁରେ ଯିହୁଦାର ରାଜା ଯୋୟାଶ୍ ଆପଣା ପୂର୍ବପୁରୁଷ ଯିହୋଶାଫଟ୍ ଓ ଯିହୋରାମ୍ ଓ ଅହସୀୟ, ଯିହୁଦାର ଏହି ରାଜାମାନଙ୍କ ପ୍ରତିଷ୍ଠିତ ସମସ୍ତ ପବିତ୍ରୀକୃତ ବସ୍ତୁ ଓ ଆପଣାର ପବିତ୍ରୀକୃତ ବସ୍ତୁ ଓ ସଦାପ୍ରଭୁଙ୍କ ଗୃହର ଭଣ୍ତାରରେ ଓ ରାଜଗୃହସ୍ଥ ଭଣ୍ତାରରେ ପ୍ରାପ୍ତ ସମସ୍ତ ସ୍ଵର୍ଣ୍ଣ ନେଇ ଅରାମର ରାଜା ହସାୟେଲ ନିକଟକୁ ପଠାଇଲେ; ତହୁଁ ସେ ଯିରୂଶାଲମରୁ ବାହାରି ଗଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ତହିଁରେ ଯିହୁଦାର ରାଜା ଯୋୟାଶ୍ ଆପଣା ପୂର୍ବପୁରୁଷ ଯିହୋଶାଫଟ୍ ଓ ଯିହୋରାମ୍ ଓ ଅହସୀୟ, ଯିହୁଦାର ଏହି ରାଜାମାନଙ୍କ ପ୍ରତିଷ୍ଠିତ ସମସ୍ତ ପବିତ୍ରୀକୃତ ବସ୍ତୁ ଓ ଆପଣାର ପବିତ୍ରୀକୃତ ବସ୍ତୁ ଓ ସଦାପ୍ରଭୁଙ୍କ ଗୃହର ଭଣ୍ଡାରରେ ଓ ରାଜଗୃହସ୍ଥ ଭଣ୍ଡାରରେ ପ୍ରାପ୍ତ ସମସ୍ତ ସ୍ୱର୍ଣ୍ଣ ନେଇ ଅରାମର ରାଜା ହସାୟେଲ ନିକଟକୁ ପଠାଇଲେ; ତହୁଁ ସେ ଯିରୂଶାଲମରୁ ବାହାରିଗଲା। Viz kapitolaପବିତ୍ର ବାଇବଲ18 ଏଥିରେ ଯିହୁଦାର ରାଜା ଯୋୟାଶ୍ ଆପଣା ପୂର୍ବପୁରୁଷ ଯିହୋଶାଫଟ୍, ଯିହୋରାମ ଓ ଅହସିୟ ପ୍ରଭୃତି ରାଜାଗଣ ସଦାପ୍ରଭୁଙ୍କୁ ଅର୍ପଣ କରିଥିବା ସମସ୍ତ ପବିତ୍ର ବସ୍ତୁ ଓ ସୁବର୍ଣ୍ଣ ଓ ଯୋୟାଶ୍ ସଦାପ୍ରଭୁଙ୍କ ଭଣ୍ତାରରେ ଏବଂ ରାଜପ୍ରାସାଦରେ ରଖାଯାଇଥିବା ସୁବର୍ଣ୍ଣ ଆଦି ମୂଲ୍ୟବାନ ଦ୍ରବ୍ୟଗୁଡ଼ିକୁ ଅରାମର ରାଜା ହସାୟେଲ ନିକଟକୁ ପଠାଇଲେ, ତେଣୁ ସେ ଆଉ ଯିରୁଶାଲମ ବିରୁଦ୍ଧରେ ଗଲେ ନାହିଁ। Viz kapitola |