2 ରାଜାବଳୀ 12:8 - ଓଡିଆ ବାଇବେଲ8 ତହିଁରେ ଯାଜକମାନେ ଲୋକମାନଙ୍କଠାରୁ ଆଉ ମୁଦ୍ରା ଗ୍ରହଣ ନ କରିବାକୁ, ଅବା ଗୃହର ଭଗ୍ନସ୍ଥାନସବୁ ପୁନଃନିର୍ମାଣ ନ କରିବାକୁ ସମ୍ମତ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ତହିଁରେ ଯାଜକମାନେ ଲୋକମାନଙ୍କଠାରୁ ଆଉ ମୁଦ୍ରା ଗ୍ରହଣ ନ କରିବାକୁ, ଅବା ଗୃହର ଭଗ୍ନସ୍ଥାନସବୁ ପୁନର୍ନିର୍ମାଣ ନ କରିବାକୁ ସମ୍ମତ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତହିଁରେ ଯାଜକମାନେ ଲୋକମାନଙ୍କଠାରୁ ଆଉ ମୁଦ୍ରା ଗ୍ରହଣ ନ କରିବାକୁ, ଅବା ଗୃହର ଭଗ୍ନସ୍ଥାନସବୁ ପୁନଃନିର୍ମାଣ ନ କରିବାକୁ ସମ୍ମତ ହେଲେ। Viz kapitolaପବିତ୍ର ବାଇବଲ8 ତେଣୁ ଯାଜକମାନେ ଲୋକମାନଙ୍କଠାରୁ ଟଙ୍କା ନ ନେବାକୁ ସମ୍ମତ ହେଲେ। ଏବଂ ମଧ୍ୟ ମନ୍ଦିର ମରାମତି ନ କରିବାକୁ ସ୍ଥିର କଲେ। Viz kapitola |