2 ରାଜାବଳୀ 13:10 - ଓଡିଆ ବାଇବେଲ10 ଯିହୁଦାର ଯୋୟାଶ୍ ରାଜାଙ୍କ ରାଜତ୍ଵର ସଇଁତିରିଶ ବର୍ଷରେ ଯିହୋୟାହସ୍ଙ୍କ ପୁତ୍ର ଯୋୟାଶ୍ ଇସ୍ରାଏଲ ଉପରେ ଶମରୀୟାରେ ରାଜତ୍ଵ କରିବାକୁ ଆରମ୍ଭ କରି ଷୋଳ ବର୍ଷ ରାଜ୍ୟ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଯିହୁଦାର ଯୋୟାଶ୍ ରାଜାଙ୍କର ଅଧିକାରର ସଇଁତିରିଶ ବର୍ଷରେ ଯିହୋୟାହସ୍ଙ୍କ ପୁତ୍ର ଯୋୟାଶ୍ ଇସ୍ରାଏଲ ଉପରେ ଶମରୀୟାରେ ରାଜ୍ୟ କରିବାକୁ ଆରମ୍ଭ କରି ଷୋଳ ବର୍ଷ ରାଜ୍ୟ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଯିହୁଦାର ଯୋୟାଶ୍ ରାଜାଙ୍କ ରାଜତ୍ଵର ସଇଁତିରିଶ ବର୍ଷରେ ଯିହୋୟାହସ୍ଙ୍କ ପୁତ୍ର ଯୋୟାଶ୍ ଇସ୍ରାଏଲ ଉପରେ ଶମରୀୟାରେ ରାଜତ୍ୱ କରିବାକୁ ଆରମ୍ଭ କରି ଷୋଳ ବର୍ଷ ରାଜ୍ୟ କଲେ। Viz kapitolaପବିତ୍ର ବାଇବଲ10 ଯିହୁଦାର ଯୋୟାଶ୍ ରାଜାଙ୍କ ସଇଁତିରିଶ୍ ବର୍ଷ ରାଜତ୍ୱ କାଳରେ ଯିହୋୟାହସଙ୍କ ପୁତ୍ର ଯୋୟାଶ୍ ଶମରିୟାରେ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଯାଇ ଷୋହଳ ବର୍ଷ ରାଜ୍ୟ ଶାସନ କଲେ। Viz kapitola |