Online Bible

- Reklamy -




2 ରାଜାବଳୀ 13:11 - ଓଡିଆ ବାଇବେଲ

11 ଆଉ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ବିମୁଖ ହେଲେ ନାହିଁ ମାତ୍ର ସେ ତହିଁରେ ହିଁ ଚାଲିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

11 ଆଉ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ୍ ଯଦ୍ଦ୍ଵାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ବିମୁଖ ହେଲେ ନାହିଁ; ମାତ୍ର ସେ ତହିଁରେ ହିଁ ଚାଲିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଆଉ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ବିମୁଖ ହେଲେ ନାହିଁ ମାତ୍ର ସେ ତହିଁରେ ହିଁ ଚାଲିଲେ।

Viz kapitola kopírovat

ପବିତ୍ର ବାଇବଲ

11 ଇସ୍ରାଏଲର ରାଜା ଯୋୟାଶ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ। ନବାଟଙ୍କ ପୁତ୍ର ଯାରବିୟାମ, ଇସ୍ରାଏଲୀୟମାନଙ୍କୁ ଯେଉଁ ପାପରେ ଲିପ୍ତ କରିଥିଲେ ସେହି ସମାନ ପାପ ଅନୁସରଣ କଲେ ଯିଏ ଇସ୍ରାଏଲର ପାପର କାରଣ ହେଲା।

Viz kapitola kopírovat




2 ରାଜାବଳୀ 13:11

Následuj nás:

Reklamy


Reklamy