2 ରାଜାବଳୀ 13:13 - ଓଡିଆ ବାଇବେଲ13 ଏଥିଉତ୍ତାରେ ଯୋୟାଶ୍ ମୃତ୍ୟୁବରଣ କଲେ। ତହିଁରେ ଯାରବୀୟାମ୍ ତାଙ୍କ ସିଂହାସନରେ ଉପବିଷ୍ଟ ହେଲେ, ପୁଣି ଯୋୟାଶ୍ ଇସ୍ରାଏଲ ରାଜାମାନଙ୍କ ସହିତ ଶମରୀୟାରେ କବର ପ୍ରାପ୍ତ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ଅନନ୍ତର ଯୋୟାଶ୍ ଆପଣା ପିତୃଲୋକମାନଙ୍କ ସହିତ ଶୟନ କଲେ; ତହିଁରେ ଯାରବୀୟାମ୍ ତାଙ୍କ ସିଂହାସନରେ ଉପବିଷ୍ଟ ହେଲେ, ପୁଣି ଯୋୟାଶ୍ ଇସ୍ରାଏଲ-ରାଜାମାନଙ୍କ ସହିତ ଶମରୀୟାରେ କବର ପ୍ରାପ୍ତ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଏଥିଉତ୍ତାରେ ଯୋୟାଶ୍ ମୃତ୍ୟୁବରଣ କଲେ। ତହିଁରେ ଯାରବୀୟାମ ତାଙ୍କ ସିଂହାସନରେ ଉପବିଷ୍ଟ ହେଲେ, ପୁଣି ଯୋୟାଶ୍ ଇସ୍ରାଏଲ ରାଜାମାନଙ୍କ ସହିତ ଶମରୀୟାରେ କବରପ୍ରାପ୍ତ ହେଲେ। Viz kapitolaପବିତ୍ର ବାଇବଲ13 ଯୋୟାଶଙ୍କ ମୃତ୍ୟୁ ହେଲା ଓ ସେ ପୂର୍ବପୁରୁଷଗଣଙ୍କ ସହିତ କବର ନେଲେ। ଯାରବିୟାମ ତାଙ୍କ ଅନ୍ତେ ସିଂହାସନରେ ଉପବିଷ୍ଟ ହେଲେ ଓ ଯୋୟାଶ୍ ଇସ୍ରାଏଲର ରାଜାମାନଙ୍କ ସହିତ ଶମରିୟାରେ କବର ପ୍ରାପ୍ତ ହେଲେ। Viz kapitola |