Online Bible

- Reklamy -




2 ରାଜାବଳୀ 13:14 - ଓଡିଆ ବାଇବେଲ

14 ଇଲୀଶାୟ ଯେଉଁ ପୀଡ଼ାରେ ମଲେ, ସେହି ପୀଡ଼ାରେ ପୀଡ଼ିତ ହୁଅନ୍ତେ, ଇସ୍ରାଏଲର ରାଜା ଯୋୟାଶ୍‍ ତାଙ୍କ ନିକଟକୁ ଆସି ତାଙ୍କ ଉପରେ ରୋଦନ କରି କହିଲେ, “ହେ ଆମ୍ଭ ପିତଃ, ହେ ଆମ୍ଭ ପିତଃ, ହେ ଇସ୍ରାଏଲର ରଥ ଓ ତହିଁର ଅଶ୍ୱାରୋହୀଗଣ !”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ଇଲୀଶାୟ ଯେଉଁ ପୀଡ଼ାରେ ମଲେ, ସେହି ପୀଡ଼ାରେ ପୀଡ଼ିତ ହୁଅନ୍ତେ, ଇସ୍ରାଏଲର ରାଜା ଯୋୟାଶ୍ ତାଙ୍କ ନିକଟକୁ ଆସି ତାଙ୍କ ଉପରେ ରୋଦନ କରି କହିଲେ, ହେ ଆମ୍ଭ ପିତଃ, ହେ ଆମ୍ଭ ପିତଃ, ହେ ଇସ୍ରାଏଲର ରଥ ଓ ତହିଁର ଅଶ୍ଵାରୋହୀଗଣ !

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଇଲୀଶାୟ ଯେଉଁ ପୀଡ଼ାରେ ମଲେ, ସେହି ପୀଡ଼ାରେ ପୀଡ଼ିତ ହୁଅନ୍ତେ, ଇସ୍ରାଏଲର ରାଜା ଯୋୟାଶ୍‍ ତାଙ୍କ ନିକଟକୁ ଆସି ତାଙ୍କ ଉପରେ ରୋଦନ କରି କହିଲେ, “ହେ ଆମ୍ଭ ପିତଃ, ହେ ଆମ୍ଭ ପିତଃ, ହେ ଇସ୍ରାଏଲର ରଥ ଓ ତହିଁର ଅଶ୍ୱାରୋହୀଗଣ!”

Viz kapitola kopírovat

ପବିତ୍ର ବାଇବଲ

14 ଇଲୀଶାୟ ପୀଡ଼ିତ ହେଲେ, ପରେ ଅସୁସ୍ଥତାରୁ ମୃତ୍ୟୁବରଣ କଲେ। ଇସ୍ରାଏଲ ରାଜା ଯୋୟାଶ୍ ତାଙ୍କୁ ସାକ୍ଷାତ କରିବାକୁ ଗଲେ। ସେ ରୋଦନ କରି କହିଲେ, “ହେ ମୋର ପିତା! ହେ ମୋର ପିତା! ଇସ୍ରାଏଲର ରଥ ଓ ତହିଁର ଅଶ୍ୱାରୋହୀଗଣ ପାଇଁ ଏହା ସମୟ କି?”

Viz kapitola kopírovat




2 ରାଜାବଳୀ 13:14

Následuj nás:

Reklamy


Reklamy