Online Bible

- Reklamy -




2 ରାଜାବଳୀ 13:17 - ଓଡିଆ ବାଇବେଲ

17 ଆଉ ଇଲୀଶାୟ କହିଲେ, “ପୂର୍ବଆଡ଼ ଝରକା ଫିଟାଅ,” ତହିଁରେ ସେ ତାହା ଫିଟାଇଲେ। ତେବେ ଇଲୀଶାୟ କହିଲେ, “ତୀର ମାର,” ତହିଁରେ ସେ ତୀର ମାରିଲେ। ଏଥିରେ ଇଲୀଶାୟ କହିଲେ, “ସଦାପ୍ରଭୁଙ୍କର ଜୟତୀର, ଅରାମର ବିପକ୍ଷ ଜୟତୀର, କାରଣ ତୁମ୍ଭେ ଅଫେକରେ ଅରାମୀୟମାନଙ୍କୁ ନିଃଶେଷ କରିବା ପର୍ଯ୍ୟନ୍ତ ସେମାନଙ୍କୁ ସଂହାର କରିବ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ଆଉ ସେ କହିଲେ, ପୂର୍ବଆଡ଼ ଝରକା ଫିଟାଅ; ତହିଁରେ ସେ ତାହା ଫିଟାଇଲେ। ତେବେ ଇଲୀଶାୟ କହିଲେ, ତୀର ମାର; ତହିଁରେ ସେ ତୀର ମାରିଲେ। ଏଥିରେ ଇଲୀଶାୟ କହିଲେ, ସଦାପ୍ରଭୁଙ୍କର ଜୟତୀର, ଅରାମର ବିପକ୍ଷ ଜୟତୀର; କାରଣ ତୁମ୍ଭେ ଅଫେକରେ ଅରାମୀୟମାନଙ୍କୁ ନିଃଶେଷ କରିବା ପର୍ଯ୍ୟନ୍ତ ସେମାନଙ୍କୁ ସଂହାର କରିବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଆଉ ଇଲୀଶାୟ କହିଲେ, “ପୂର୍ବଆଡ଼ ଝରକା ଫିଟାଅ,” ତହିଁରେ ସେ ତାହା ଫିଟାଇଲେ। ତେବେ ଇଲୀଶାୟ କହିଲେ, “ତୀର ମାର,” ତହିଁରେ ସେ ତୀର ମାରିଲେ। ଏଥିରେ ଇଲୀଶାୟ କହିଲେ, “ସଦାପ୍ରଭୁଙ୍କର ଜୟତୀର, ଅରାମର ବିପକ୍ଷ ଜୟତୀର, କାରଣ ତୁମ୍ଭେ ଅଫେକରେ ଅରାମୀୟମାନଙ୍କୁ ନିଃଶେଷ କରିବା ପର୍ଯ୍ୟନ୍ତ ସେମାନଙ୍କୁ ସଂହାର କରିବ।”

Viz kapitola kopírovat

ପବିତ୍ର ବାଇବଲ

17 ଇଲୀଶାୟ କହିଲେ, “ପୂର୍ବ ଦିଗରେ ଥିବା ଝରକା ଖୋଲ।” ଯୋୟାଶ୍ ଝରକା ଖୋଲିଲେ। ତା'ପରେ ଇଲୀଶାୟ କହିଲେ, “ତୀର ନିକ୍ଷେପ କର।” ଯୋୟାଶ୍ ତୀର ମାରିଲେ। ତା'ପରେ ଇଲୀଶାୟ କହିଲେ, “ଏହା ହେଉଛି ସଦାପ୍ରଭୁଙ୍କ ଜୟର ବାଣ, ଅରାମ ବିପକ୍ଷରେ ଜୟର ବାଣ, କାରଣ ତୁମ୍ଭେ ଅଫେକରେ ଅରାମୀୟମାନଙ୍କୁ ପରାସ୍ତ କରି ବିନାଶ କରିବ।”

Viz kapitola kopírovat




2 ରାଜାବଳୀ 13:17

Následuj nás:

Reklamy


Reklamy