2 ରାଜାବଳୀ 13:19 - ଓଡିଆ ବାଇବେଲ19 ଏଥିରେ ପରମେଶ୍ୱରଙ୍କ ଲୋକ ତାଙ୍କ ପ୍ରତି କ୍ରୁଦ୍ଧ ହୋଇ କହିଲେ, “ତୁମ୍ଭେ ତ ପାଞ୍ଚ କି ଛଅ ଥର ଆଘାତ କରିଥାଆନ୍ତ; ତାହା କରିଥିଲେ, ତୁମ୍ଭେ ଅରାମକୁ ନିଃଶେଷ କରିବା ପର୍ଯ୍ୟନ୍ତ ଆଘାତ କରିଥାଆନ୍ତ; ମାତ୍ର ଏବେ ତୁମ୍ଭେ କେବଳ ତିନି ଥର ଅରାମକୁ ଆଘାତ କରିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)19 ଏଥିରେ ପରମେଶ୍ଵରଙ୍କ ଲୋକ ତାଙ୍କ ପ୍ରତି କ୍ରୁଦ୍ଧ ହୋଇ କହିଲେ, ତୁମ୍ଭେ ତ ପାଞ୍ଚ କି ଛଅ ଥର ଆଘାତ କରିଥାʼନ୍ତ; ତାହା କରିଥିଲେ, ତୁମ୍ଭେ ଅରାମକୁ ନିଃଶେଷ କରିବା ପର୍ଯ୍ୟନ୍ତ ଆଘାତ କରିଥାʼନ୍ତ; ମାତ୍ର ଏବେ ତୁମ୍ଭେ କେବଳ ତିନି ଥର ଅରାମକୁ ଆଘାତ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଏଥିରେ ପରମେଶ୍ୱରଙ୍କ ଲୋକ ତାଙ୍କ ପ୍ରତି କ୍ରୁଦ୍ଧ ହୋଇ କହିଲେ, “ତୁମ୍ଭେ ତ ପାଞ୍ଚ କି ଛଅ ଥର ଆଘାତ କରିଥାʼନ୍ତ; ତାହା କରିଥିଲେ, ତୁମ୍ଭେ ଅରାମକୁ ନିଃଶେଷ କରିବା ପର୍ଯ୍ୟନ୍ତ ଆଘାତ କରିଥାʼନ୍ତ; ମାତ୍ର ଏବେ ତୁମ୍ଭେ କେବଳ ତିନି ଥର ଅରାମକୁ ଆଘାତ କରିବ।” Viz kapitolaପବିତ୍ର ବାଇବଲ19 ପରମେଶ୍ୱରଙ୍କ ଲୋକ ତାଙ୍କ ଉପରେ କୃଦ୍ଧ ହୋଇ କହିଲେ, “ତୁମ୍ଭେ ପାଞ୍ଚ କିମ୍ବା ଛଅ ଥର ଆଘାତ କରିବା କଥା। ତାହା ହୋଇଥିଲେ ତୁମ୍ଭେ ଅରାମକୁ ନିଃଶେଷ କରିବା ପର୍ଯ୍ୟନ୍ତ ସେମାନଙ୍କୁ ହରାଇଥା’ନ୍ତ। କିନ୍ତୁ ବର୍ତ୍ତମାନ ଅରାମକୁ କେବଳ ତିନିଥର ପାଇଁ ହରାଇବ।” Viz kapitola |