Online Bible

- Reklamy -




2 ରାଜାବଳୀ 13:23 - ଓଡିଆ ବାଇବେଲ

23 ମାତ୍ର ସଦାପ୍ରଭୁ ଅବ୍ରହାମ, ଇସ୍‍ହାକ ଓ ଯାକୁବଙ୍କ ସହିତ ଆପଣା କୃତ ନିୟମ ସକାଶୁ ସେମାନଙ୍କ ପ୍ରତି ଅନୁଗ୍ରହ କଲେ ଓ ସେମାନଙ୍କ ଉପରେ ଦୟା ବହି ସେମାନଙ୍କ ପ୍ରତି ସୁଦୃଷ୍ଟି କଲେ, ଆଉ ସେମାନଙ୍କୁ ବିନାଶ କରିବାକୁ ଅସମ୍ମତ ହେଲେ ଓ ଏପର୍ଯ୍ୟନ୍ତ ଆପଣା ସମ୍ମୁଖରୁ ସେମାନଙ୍କୁ ଦୂର କଲେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

23 ମାତ୍ର ସଦାପ୍ରଭୁ ଅବ୍ରହାମ, ଇସ୍‍ହାକ ଓ ଯାକୁବଙ୍କ ସହିତ ଆପଣା କୃତ ନିୟମ ସକାଶୁ ସେମାନଙ୍କ ପ୍ରତି ଅନୁଗ୍ରହ କଲେ ଓ ସେମାନଙ୍କ ଉପରେ ଦୟା ବହି ସେମାନଙ୍କ ପ୍ରତି ସୁଦୃଷ୍ଟି କଲେ, ଆଉ ସେମାନଙ୍କୁ ବିନାଶ କରିବାକୁ ଅସମ୍ମତ ହେଲେ ଓ ଏପର୍ଯ୍ୟନ୍ତ ଆପଣା ଛାମୁରୁ ସେମାନଙ୍କୁ ଦୂର କଲେ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ମାତ୍ର ସଦାପ୍ରଭୁ ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କ ସହିତ ଆପଣା କୃତ ନିୟମ ସକାଶୁ ସେମାନଙ୍କ ପ୍ରତି ଅନୁଗ୍ରହ କଲେ ଓ ସେମାନଙ୍କ ଉପରେ ଦୟା ବହି ସେମାନଙ୍କ ପ୍ରତି ସୁଦୃଷ୍ଟି କଲେ, ଆଉ ସେମାନଙ୍କୁ ବିନାଶ କରିବାକୁ ଅସମ୍ମତ ହେଲେ ଓ ଏପର୍ଯ୍ୟନ୍ତ ଆପଣା ସମ୍ମୁଖରୁ ସେମାନଙ୍କୁ ଦୂର କଲେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ

23 ମାତ୍ର ସଦାପ୍ରଭୁ ଇସ୍ରାଏଲୀୟମାନଙ୍କ ପ୍ରତି ଅତ୍ୟନ୍ତ ଦୟାଳୁ ଥିଲେ ଓ ସେମାନଙ୍କ ପ୍ରତି କୃପା ଦୃଷ୍ଟି କଲେ। କାରଣ ଅବ୍ରହାମ, ଇ‌ସ୍‌ହାକ ଓ ଯାକୁବ ସହିତ ସଦାପ୍ରଭୁଙ୍କର ଚୁକ୍ତି ହୋଇଥିଲା। ସେ ସେମାନଙ୍କୁ ବିନାଶ କରିବେ ନାହିଁ କି ଦୂରେଇ ଦେବେ ନାହିଁ।

Viz kapitola kopírovat




2 ରାଜାବଳୀ 13:23

Následuj nás:

Reklamy


Reklamy