2 ରାଜାବଳୀ 13:6 - ଓଡିଆ ବାଇବେଲ6 ଏଣୁ ସଦାପ୍ରଭୁ ଇସ୍ରାଏଲକୁ ଏକ ଉଦ୍ଧାରକର୍ତ୍ତା ଦେଲେ, ତହିଁରେ ସେମାନେ ଅରାମୀୟମାନଙ୍କ ହସ୍ତାଧୀନରୁ ବାହାରିଗଲେ; ପୁଣି ଇସ୍ରାଏଲ ସନ୍ତାନଗଣ ପୂର୍ବ ପରି ଆପଣା ଆପଣା ତମ୍ବୁରେ ବାସ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଏଣୁ ସଦାପ୍ରଭୁ ଇସ୍ରାଏଲକୁ ଏକ ଉଦ୍ଧାରକର୍ତ୍ତା ଦେଲେ, ତହିଁରେ ସେମାନେ ଅରାମୀୟମାନଙ୍କ ହସ୍ତାଧୀନରୁ ବାହାରିଗଲେ; ପୁଣି ଇସ୍ରାଏଲ-ସନ୍ତାନଗଣ ପୂର୍ବ ପରି ଆପଣା ଆପଣା ତମ୍ଵୁରେ ବାସ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏଣୁ ସଦାପ୍ରଭୁ ଇସ୍ରାଏଲକୁ ଏକ ଉଦ୍ଧାରକର୍ତ୍ତା ଦେଲେ, ତହିଁରେ ସେମାନେ ଅରାମୀୟମାନଙ୍କ ହସ୍ତାଧୀନରୁ ବାହାରିଗଲେ; ପୁଣି ଇସ୍ରାଏଲ-ସନ୍ତାନଗଣ ପୂର୍ବ ପରି ଆପଣା ଆପଣା ତମ୍ବୁରେ ବାସ କଲେ। Viz kapitolaପବିତ୍ର ବାଇବଲ6 ତଥାପି ଇସ୍ରାଏଲୀୟମାନେ ଯାରବିୟାମ ବଂଶକୃତ ପାପ ପଥରୁ ବିମୁଖ ହେଲେ ନାହିଁ। ସେମାନେ ସେହି ପୂର୍ବପରି ପାପ କରି ଗ୍ଭଲିଲେ, ଯାହା ସେମାନେ ଇସ୍ରାଏଲୀୟମାନଙ୍କୁ ପାପ କରାଇଥିଲେ। ସେମାନେ ମଧ୍ୟ ଶମରିୟାରେ ଆଶେରା ଖମ୍ବଗୁଡ଼ିକ ରଖିଲେ। Viz kapitola |