Online Bible

- Reklamy -




2 ରାଜାବଳୀ 14:2 - ଓଡିଆ ବାଇବେଲ

2 ସେ ରାଜତ୍ଵ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଯିହୋୟଦ୍ଦନ୍‍, ସେ ଯିରୂଶାଲମ ନିବାସିନୀ ଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

2 ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଯିହୋୟଦ୍ଦନ୍, ସେ ଯିରୂଶାଲମ ନିବାସିନୀ ଥିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସେ ରାଜତ୍ୱ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଯିହୋୟଦ୍ଦନ୍‍, ସେ ଯିରୂଶାଲମ ନିବାସିନୀ ଥିଲେ।

Viz kapitola kopírovat

ପବିତ୍ର ବାଇବଲ

2 ସେ ପଚିଶ୍ ବର୍ଷ ବୟସରେ ରାଜ୍ୟ ଶାସନ ଆରମ୍ଭ କରିଥିଲେ ଓ ସେ ଅଣତିରିଶ୍ ବର୍ଷ ଯିରୁଶାଲମରେ ଶାସନ କଲେ। ତାଙ୍କର ମାତାଙ୍କର ନାମ ଯିହୋୟଦ୍ଦନ୍ ଓ ସେ ସ୍ତ୍ରୀ ଯିରୁଶାଲମ ନିବାସିନୀ ଥିଲେ।

Viz kapitola kopírovat




2 ରାଜାବଳୀ 14:2

Následuj nás:

Reklamy


Reklamy