2 ରାଜାବଳୀ 14:20 - ଓଡିଆ ବାଇବେଲ20 ପୁଣି ସେମାନେ ଅଶ୍ୱମାନଙ୍କ ଉପରେ ରଖି ତାଙ୍କୁ ଆଣିଲେ ତହୁଁ ସେ ଯିରୂଶାଲମରେ ଆପଣା ପିତୃଗଣ ସହିତ ଦାଉଦ ନଗରରେ କବର ପାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ପୁଣି ସେମାନେ ଅଶ୍ଵମାନଙ୍କ ଉପରେ ତାଙ୍କୁ ଆଣିଲେ; ତହୁଁ ସେ ଯିରୂଶାଲମରେ ଆପଣା ପିତୃଗଣ ସହିତ ଦାଉଦ ନଗରରେ କବର ପାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ପୁଣି ସେମାନେ ଅଶ୍ୱମାନଙ୍କ ଉପରେ ରଖି ତାଙ୍କୁ ଆଣିଲେ ତହୁଁ ସେ ଯିରୂଶାଲମରେ ଆପଣା ପିତୃଗଣ ସହିତ ଦାଉଦ-ନଗରରେ କବର ପାଇଲେ। Viz kapitolaପବିତ୍ର ବାଇବଲ20 ପୁଣି ସେମାନେ ତାଙ୍କର ମୃତ ଶବକୁ ଅଶ୍ୱପୃଷ୍ଠରେ ଆଣି ତାଙ୍କ ପୂର୍ବପୁରୁଷଗଣଙ୍କ ସହିତ ଯିରୁଶାଲମର ଦାଉଦ ନଗରରେ କବର ଦେଲେ। Viz kapitola |