2 ରାଜାବଳୀ 14:22 - ଓଡିଆ ବାଇବେଲ22 ରାଜା ଅମତ୍ସୀୟଙ୍କ ମୃତ୍ୟୁ ପରେ, ଅସରୀୟ ଏଲତ୍ ନଗର ଦୃଢ଼ କରି ତାହା ପୁନର୍ବାର ଯିହୁଦାର ଅଧୀନକୁ ଆଣିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)22 ରାଜା ପିତୃଗଣ ସହିତ ଶୟନ କଲା ଉତ୍ତାରେ ଅସରୀୟ ଏଲତ୍ ନଗର ଦୃଢ଼ କରି ତାହା ପୁନର୍ବାର ଯିହୁଦାର ଅଧୀନକୁ ଆଣିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ରାଜା ଅମତ୍ସୀୟଙ୍କ ମୃତ୍ୟୁ ପରେ, ଅସରୀୟ ଏଲତ୍ ନଗର ଦୃଢ଼ କରି ତାହା ପୁନର୍ବାର ଯିହୁଦାର ଅଧୀନକୁ ଆଣିଲେ। Viz kapitolaପବିତ୍ର ବାଇବଲ22 ଅମତ୍ସିୟ ନିଜ ପୂର୍ବପୁରୁଷଗଣଙ୍କ ସହିତ କବର ନେଲେ। ତତ୍ପରେ ଅସରିୟ ଏଲତ୍ ନଗରକୁ ଦୃଢ଼ କରି ତାହା ପୁନର୍ବାର ଯିହୁଦାର ଅଧୀନକୁ ଆଣିଲେ। Viz kapitola |