Online Bible

- Reklamy -




2 ରାଜାବଳୀ 14:23 - ଓଡିଆ ବାଇବେଲ

23 ଯିହୁଦାର ରାଜା ଯୋୟାଶ୍‍ଙ୍କର ପୁତ୍ର ଅମତ୍‍ସୀୟଙ୍କ ରାଜତ୍ଵର ପନ୍ଦର ବର୍ଷରେ ଇସ୍ରାଏଲର ରାଜା ଯୋୟାଶ୍‍ଙ୍କର ପୁତ୍ର ଯାରବୀୟାମ୍ ଶମରୀୟାରେ ରାଜତ୍ଵ କରିବାକୁ ଆରମ୍ଭ କରି ଏକଚାଳିଶ ବର୍ଷ ରାଜ୍ୟ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

23 ଯିହୁଦାର ରାଜା ଯୋୟାଶ୍ଙ୍କର ପୁତ୍ର ଅମତ୍ସୀୟଙ୍କର ଅଧିକାରର ପନ୍ଦର ବର୍ଷରେ ଇସ୍ରାଏଲର ରାଜା ଯୋୟାଶ୍ଙ୍କର ପୁତ୍ର ଯାରବୀୟାମ୍ ଶମରୀୟାରେ ରାଜ୍ୟ କରିବାକୁ ଆରମ୍ଭ କରି ଏକଚାଳିଶ ବର୍ଷ ରାଜ୍ୟ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଯିହୁଦାର ରାଜା ଯୋୟାଶ୍‍ଙ୍କର ପୁତ୍ର ଅମତ୍‍ସୀୟଙ୍କ ରାଜତ୍ଵର ପନ୍ଦର ବର୍ଷରେ ଇସ୍ରାଏଲର ରାଜା ଯୋୟାଶ୍‍ଙ୍କର ପୁତ୍ର ଯାରବୀୟାମ ଶମରୀୟାରେ ରାଜତ୍ୱ କରିବାକୁ ଆରମ୍ଭ କରି ଏକଚାଳିଶ ବର୍ଷ ରାଜ୍ୟ କଲେ।

Viz kapitola kopírovat

ପବିତ୍ର ବାଇବଲ

23 ଯିହୁଦାର ରାଜା ଯୋୟାଶଙ୍କର ପୁତ୍ର ରାଜା ଅମ‌ତ୍‌ସିୟଙ୍କ ରାଜତ୍ୱର ପନ୍ଦର ବର୍ଷରେ ଇସ୍ରାଏଲର ରାଜା ଯୋୟାଶଙ୍କର ପୁତ୍ର ଯାରବିୟାମ ଶମରିୟାରେ ରାଜ୍ୟ ଶାସନ ଆରମ୍ଭ କଲେ ଓ ସେ ଏକଗ୍ଭଳିଶ ବର୍ଷ ରାଜତ୍ୱ କଲେ।

Viz kapitola kopírovat




2 ରାଜାବଳୀ 14:23

Následuj nás:

Reklamy


Reklamy