Online Bible

- Reklamy -




2 ରାଜାବଳୀ 14:28 - ଓଡିଆ ବାଇବେଲ

28 ଏହି ଯାରବୀୟାମ୍‍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଓ ତାଙ୍କର ପରାକ୍ରମ, ସେ କିପ୍ରକାରେ ଯୁଦ୍ଧ କଲେ ଓ ଇସ୍ରାଏଲ ପାଇଁ ସେ କିପ୍ରକାରେ ଯିହୁଦାର ପୂର୍ବାଧିକୃତ ଦମ୍ମେଶକ ଓ ହମାତ ପୁନର୍ବାର ହସ୍ତଗତ କଲେ, ଏସବୁ କ’ଣ ଇସ୍ରାଏଲର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ ?

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

28 ଏହି ଯାରବୀୟାମ୍ଙ୍କର ଅବଶିଷ୍ଟ ବୃତ୍ତା; ଓ ତାଙ୍କର ସମସ୍ତ କ୍ରିୟା ଓ ତାଙ୍କର ପରାକ୍ରମ, ସେ କିପ୍ରକାରେ ଯୁଦ୍ଧ କଲେ ଓ ଇସ୍ରାଏଲ ପାଇଁ ସେ କିପ୍ରକାରେ ଯିହୁଦାର ପୂର୍ବାଧିକୃତ ଦମ୍ମେଶକ ଓ ହମାତ୍ ପୁନର୍ବାର ହସ୍ତଗତ କଲେ, ଏସବୁ କʼଣ ଇସ୍ରାଏଲର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ଏହି ଯାରବୀୟାମଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଓ ତାଙ୍କର ପରାକ୍ରମ, ସେ କିପ୍ରକାରେ ଯୁଦ୍ଧ କଲେ ଓ ଇସ୍ରାଏଲ ପାଇଁ ସେ କିପ୍ରକାରେ ଯିହୁଦାର ପୂର୍ବାଧିକୃତ ଦମ୍ମେଶକ ଓ ହମାତ ପୁନର୍ବାର ହସ୍ତଗତ କଲେ, ଏସବୁ କʼଣ ଇସ୍ରାଏଲର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?

Viz kapitola kopírovat

ପବିତ୍ର ବାଇବଲ

28 ଯାରବିୟାମଙ୍କର ଅବଶିଷ୍ଟ ବୃତ୍ତାନ୍ତ, ତାଙ୍କର ସମସ୍ତ କ୍ରିୟା, ସମସ୍ତ ପରାକ୍ରମ, ସେ କି ପ୍ରକାର ଯୁଦ୍ଧ କଲେ ଓ ଇସ୍ରାଏଲ ପାଇଁ ସେ କିପରି ଯିହୁଦାର ପୂର୍ବାଧିକୃତ ଦମ୍ମେଶକ ଓ ହମାତ ପୁନର୍ବାର ଅଧିକାର କଲେ, ସେ ସବୁ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ହୋଇଅଛି।

Viz kapitola kopírovat




2 ରାଜାବଳୀ 14:28

Následuj nás:

Reklamy


Reklamy