2 ରାଜାବଳୀ 14:29 - ଓଡିଆ ବାଇବେଲ29 ଏଥିଉତ୍ତାରେ ଯାରବୀୟାମଙ୍କ ମୃତ୍ୟୁ ପରେ ସେ ଇସ୍ରାଏଲର ରାଜାମାନଙ୍କ ସହିତ କବର ପ୍ରାପ୍ତ ହେଲେ; ପୁଣି ତାଙ୍କର ପୁତ୍ର ଜିଖରୀୟ ତାଙ୍କ ପଦରେ ରାଜ୍ୟ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)29 ଅନନ୍ତର ଯାରବୀୟାମ୍ ଆପଣା ପିତୃଲୋକ ଇସ୍ରାଏଲର ରାଜାମାନଙ୍କ ସହିତ ଶୟନ କଲେ; ପୁଣି ତାଙ୍କର ପୁତ୍ର ଜିଖରୀୟ ତାଙ୍କ ପଦରେ ରାଜ୍ୟ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ଏଥିଉତ୍ତାରେ ଯାରବୀୟାମଙ୍କ ମୃତ୍ୟୁ ପରେ ସେ ଇସ୍ରାଏଲର ରାଜାମାନଙ୍କ ସହିତ କବରପ୍ରାପ୍ତ ହେଲେ; ପୁଣି ତାଙ୍କର ପୁତ୍ର ଜିଖରୀୟ ତାଙ୍କ ପଦରେ ରାଜ୍ୟ କଲେ। Viz kapitolaପବିତ୍ର ବାଇବଲ29 ଅନନ୍ତର ଯାରବିୟାମଙ୍କ ମୃତ୍ୟୁ ହେଲା ଓ ସେ ଇସ୍ରାଏଲର ରାଜାମାନଙ୍କ ସହିତ କବର ନେଲେ। ତାଙ୍କ ପଦରେ ତାଙ୍କ ପୁତ୍ର ଜିଖରିୟ ଇସ୍ରାଏଲର ରାଜା ହେଲେ। Viz kapitola |