2 ରାଜାବଳୀ 14:8 - ଓଡିଆ ବାଇବେଲ8 ସେହି ସମୟରେ ଅମତ୍ସୀୟ ବାର୍ତ୍ତାବାହକ ପଠାଇ ଯେହୂଙ୍କର ପୌତ୍ର ଯିହୋୟାହସ୍ଙ୍କ ପୁତ୍ର, ଇସ୍ରାଏଲର ରାଜା ଯୋୟାଶ୍ଙ୍କୁ କହିଲେ, “ଆସ, ଆମ୍ଭେମାନେ ପରସ୍ପର ମୁଖ ଦେଖାଦେଖି ହେବା।” Viz kapitolaପବିତ୍ର ବାଇବଲ (Re-edited) - (BSI)8 ସେସମୟରେ ଅମତ୍ସୀୟ ଦୂତଗଣ ପଠାଇ ଯେହୂଙ୍କର ପୌତ୍ର ଯିହୋୟାହସ୍ଙ୍କର ପୁତ୍ର, ଇସ୍ରାଏଲର ରାଜା ଯୋୟାଶ୍ଙ୍କୁ କହିଲେ, ଆସ, ଆମ୍ଭେମାନେ ପରସ୍ପର ମୁଖ ଦେଖାଦେଖି ହେବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସେହି ସମୟରେ ଅମତ୍ସୀୟ ବାର୍ତ୍ତାବାହକ ପଠାଇ ଯେହୂଙ୍କର ପୌତ୍ର ଯିହୋୟାହସ୍ଙ୍କ ପୁତ୍ର, ଇସ୍ରାଏଲର ରାଜା ଯୋୟାଶ୍ଙ୍କୁ କହିଲେ, “ଆସ, ଆମ୍ଭେମାନେ ପରସ୍ପର ମୁଖ ଦେଖାଦେଖି ହେବା।” Viz kapitolaପବିତ୍ର ବାଇବଲ8 ଅମତ୍ସିୟ ଯେହୂଙ୍କ ପୌତ୍ର ଓ ଯିହୋୟାହସଙ୍କ ପୁତ୍ର ଯୋୟାଶଙ୍କ ନିକଟକୁ ସନ୍ଦେଶ ବାହକ ପଠାଇଲେ, ଇସ୍ରାଏଲର ରାଜା କହୁଛନ୍ତି, “ଆସ, ଆମ୍ଭେମାନେ ପରସ୍ପର ସମ୍ମୁଖା ସମ୍ମୁଖୀ ହୋଇ ଯୁଦ୍ଧ କରିବା।” Viz kapitola |