2 ରାଜାବଳୀ 14:9 - ଓଡିଆ ବାଇବେଲ9 ତହିଁରେ ଇସ୍ରାଏଲର ରାଜା ଯୋୟାଶ୍ ଯିହୁଦାର ରାଜା ଅମତ୍ସୀୟଙ୍କ ନିକଟକୁ ଲୋକ ପଠାଇ କହିଲେ, “ଲିବାନୋନର କଣ୍ଟକଲତା ଲିବାନୋନର ଏରସ ବୃକ୍ଷ ନିକଟକୁ କହି ପଠାଇଲା, ‘ତୁମ୍ଭ କନ୍ୟାକୁ ଆମ୍ଭ ପୁତ୍ର ସଙ୍ଗେ ବିବାହ ଦିଅ,’ ଏଥି ମଧ୍ୟରେ ଲିବାନୋନର ଏକ ବନ୍ୟ ପଶୁ ନିକଟ ଦେଇ ଯାଉ ଯାଉ ସେହି କଣ୍ଟକଲତାକୁ ଦଳି ପକାଇଲା। Viz kapitolaପବିତ୍ର ବାଇବଲ (Re-edited) - (BSI)9 ତହିଁରେ ଇସ୍ରାଏଲର ରାଜା ଯୋୟାଶ୍ ଯିହୁଦାର ରାଜା ଅମତ୍ସୀୟଙ୍କ ନିକଟକୁ ଲୋକ ପଠାଇ କହିଲେ, ଲିବାନୋନ୍ର କଣ୍ଟକଲତା ଲିବାନୋନ୍ର ଏରସ ବୃକ୍ଷ ନିକଟକୁ କହି ପଠାଇଲା, ତୁମ୍ଭ କନ୍ୟାକୁ ଆମ୍ଭ ପୁତ୍ର ସଙ୍ଗେ ବିବାହ ଦିଅ; ଏଥି ମଧ୍ୟରେ ଲିବାନୋନ୍ର ଏକ ବନ୍ୟ ପଶୁ ନିକଟ ଦେଇ ଯାଉ ଯାଉ ସେହି କଣ୍ଟକଲତାକୁ ଦଳି ପକାଇଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତହିଁରେ ଇସ୍ରାଏଲର ରାଜା ଯୋୟାଶ୍ ଯିହୁଦାର ରାଜା ଅମତ୍ସୀୟଙ୍କ ନିକଟକୁ ଲୋକ ପଠାଇ କହିଲେ, “ଲିବାନୋନର କଣ୍ଟକଲତା ଲିବାନୋନର ଏରସ ବୃକ୍ଷ ନିକଟକୁ କହି ପଠାଇଲା, ‘ତୁମ୍ଭ କନ୍ୟାକୁ ଆମ୍ଭ ପୁତ୍ର ସଙ୍ଗେ ବିବାହ ଦିଅ,’ ଏଥିମଧ୍ୟରେ ଲିବାନୋନର ଏକ ବନ୍ୟ ପଶୁ ନିକଟ ଦେଇ ଯାଉ ଯାଉ ସେହି କଣ୍ଟକଲତାକୁ ଦଳି ପକାଇଲା। Viz kapitolaପବିତ୍ର ବାଇବଲ9 ଇସ୍ରାଏଲର ରାଜା ଯୋୟାଶ ଯିହୁଦାର ରାଜା ଅମତ୍ସିୟ ନିକଟକୁ ଲୋକ ପଠାଇ କହିଲେ, “ଲିବାନୋନ୍ର କଣ୍ଟକଲତା ଏରସ୍ବୃକ୍ଷ ନିକଟକୁ କହି ପଠାଇଲେ, ‘ତୁମ୍ଭ କନ୍ୟାକୁ ଆମ୍ଭ ପୁତ୍ର ସଙ୍ଗେ ବିବାହ କରିଦିଅ।’ ମାତ୍ର ଲିବାନୋନ୍ର ଏକ ବନ୍ୟ ପଶୁ ସେହି ବାଟ ଦେଇ ଯାଉଥିଲା ଓ ସେ କଣ୍ଟକଲତାକୁ ପାଦରେ ଦଳି ଦେଲା। Viz kapitola |