2 ରାଜାବଳୀ 15:1 - ଓଡିଆ ବାଇବେଲ1 ଇସ୍ରାଏଲର ରାଜା ଯାରବୀୟାମ୍ଙ୍କ ରାଜତ୍ଵର ସତାଇଶ ବର୍ଷରେ ଯିହୁଦାର ରାଜା ଅମତ୍ସୀୟଙ୍କର ପୁତ୍ର ଅସରୀୟ ରାଜତ୍ଵ କରିବାକୁ ଆରମ୍ଭ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଇସ୍ରାଏଲର ରାଜା ଯାରବୀୟାମ୍ଙ୍କର ଅଧିକାରର ସତାଇଶ ବର୍ଷରେ ଯିହୁଦାର ରାଜା ଅମତ୍ସୀୟଙ୍କର ପୁତ୍ର ଅସରୀୟ ରାଜ୍ୟ କରିବାକୁ ଆରମ୍ଭ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଇସ୍ରାଏଲର ରାଜା ଯାରବୀୟାମଙ୍କ ରାଜତ୍ଵର ସତାଇଶ ବର୍ଷରେ ଯିହୁଦାର ରାଜା ଅମତ୍ସୀୟଙ୍କର ପୁତ୍ର ଅସରୀୟ ରାଜତ୍ୱ କରିବାକୁ ଆରମ୍ଭ କଲେ। Viz kapitolaପବିତ୍ର ବାଇବଲ1 ଇସ୍ରାଏଲରେ ଯାରବିୟାମଙ୍କ ରାଜତ୍ୱର ସତାଇଶ୍ ବର୍ଷରେ ଅମତ୍ସିୟଙ୍କର ପୁତ୍ର ଅସରିୟ ଯିହୁଦାରେ ରାଜା ହେଲେ। Viz kapitola |