Online Bible

- Reklamy -




2 ରାଜାବଳୀ 15:2 - ଓଡିଆ ବାଇବେଲ

2 ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଷୋଳ ବର୍ଷ ବୟସ୍କ ହୋଇଥିଲେ; ଆଉ ସେ ଯିରୂଶାଲମରେ ବାବନ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଯିଖଲୀୟା, ସେ ଯିରୂଶାଲମ ନିବାସିନୀ ଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

2 ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଷୋଳ ବର୍ଷ ବୟସ୍କ ହୋଇଥିଲେ; ଆଉ ସେ ଯିରୂଶାଲମରେ ବାଆନ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଯିଖଲୀୟା, ସେ ଯିରୂଶାଲମ ନିବାସିନୀ ଥିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଷୋଳ ବର୍ଷ ବୟସ୍କ ହୋଇଥିଲେ; ଆଉ ସେ ଯିରୂଶାଲମରେ ବାବନ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଯିଖଲୀୟା, ସେ ଯିରୂଶାଲମ ନିବାସିନୀ ଥିଲେ।

Viz kapitola kopírovat

ପବିତ୍ର ବାଇବଲ

2 ଷୋଡ଼ଶ ବର୍ଷ ବୟସରେ ଅସରିୟ ରାଜ୍ୟ ଶାସନ ଆରମ୍ଭ କଲେ ଓ ସେ ଯିରୁଶାଲମରେ ବାବନ ବର୍ଷ ରାଜତ୍ୱ କଲେ। ତାଙ୍କର ମାତାଙ୍କର ନାମ ଯିଖଲିୟା ଓ ସେ ଯିରୁଶାଲମ ନିବାସିନୀ ଥିଲେ।

Viz kapitola kopírovat




2 ରାଜାବଳୀ 15:2

Následuj nás:

Reklamy


Reklamy