Online Bible

- Reklamy -




2 ରାଜାବଳୀ 15:25 - ଓଡିଆ ବାଇବେଲ

25 ଆଉ ରମଲୀୟଙ୍କର ପୁତ୍ର ପେକହ ନାମକ ତାଙ୍କର ସେନାପତି ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କରି ତାଙ୍କୁ ଓ ତାଙ୍କ ସଙ୍ଗେ ଅର୍ଗୋବ ଓ ଅରୀୟିକୁ ଶମରୀୟାସ୍ଥ ରାଜଗୃହର ଦୁର୍ଗରେ ଆଘାତ କଲେ। ପୁଣି ତାଙ୍କ ସଙ୍ଗେ ପଚାଶ ଜଣ ଗିଲୀୟଦୀୟ ଲୋକ ଥିଲେ; ଆଉ ସେ ତାଙ୍କୁ ବଧ କରି ତାଙ୍କ ପଦରେ ରାଜ୍ୟ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

25 ଆଉ ରମଲୀୟଙ୍କର ପୁତ୍ର ପେକହ ନାମକ ତାଙ୍କର ସେନାପତି ତାଙ୍କ ବିରୁଦ୍ଧରେ ଚକ୍ରା; କରି ତାଙ୍କୁ ଓ ତାଙ୍କ ସଙ୍ଗେ ଅର୍ଗୋବ ଓ ଅରୀୟିକୁ ଶମରୀୟାସ୍ଥ ରାଜଗୃହର ଦୁର୍ଗରେ ଆଘାତ କଲେ; ପୁଣି ତାଙ୍କ ସଙ୍ଗେ ପଚାଶ ଜଣ ଗିଲୀୟଦୀୟ ଲୋକ ଥିଲେ; ଆଉ ସେ ତାଙ୍କୁ ବଧ କରି ତାଙ୍କ ପଦରେ ରାଜ୍ୟ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଆଉ ରମଲୀୟଙ୍କର ପୁତ୍ର ପେକହ ନାମକ ତାଙ୍କର ସେନାପତି ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କରି ତାଙ୍କୁ ଓ ତାଙ୍କ ସଙ୍ଗେ ଅର୍ଗୋବ ଓ ଅରୀୟିକୁ ଶମରୀୟାସ୍ଥ ରାଜଗୃହର ଦୁର୍ଗରେ ଆଘାତ କଲେ। ପୁଣି ତାଙ୍କ ସଙ୍ଗେ ପଚାଶ ଜଣ ଗିଲୀୟଦୀୟ ଲୋକ ଥିଲେ; ଆଉ ସେ ତାଙ୍କୁ ବଧ କରି ତାଙ୍କ ପଦରେ ରାଜ୍ୟ କଲେ।

Viz kapitola kopírovat

ପବିତ୍ର ବାଇବଲ

25 ରମଲିୟଙ୍କ ପୁତ୍ର ପେକହ, ପେକହିୟଙ୍କର ସୈନ୍ୟବାହିନୀର ଜଣେ ସେନାପତି ରାଜପ୍ରାସାଦରେ ପେକହିୟକୁ ହତ୍ୟା କଲେ। ଯେତେବେଳେ ରାଜାଙ୍କୁ ସେ ହତ୍ୟା କଲେ, ତାଙ୍କ ସହିତ ପଗ୍ଭଶ୍ ଗିଲିୟଦୀୟ ଲୋକ ଥିଲେ। ସେ ତାଙ୍କ ପରେ ନୂତନ ରାଜା ହେଲେ।

Viz kapitola kopírovat




2 ରାଜାବଳୀ 15:25

Následuj nás:

Reklamy


Reklamy