2 ରାଜାବଳୀ 15:29 - ଓଡିଆ ବାଇବେଲ29 ଇସ୍ରାଏଲର ରାଜା ପେକହଙ୍କର ସମୟରେ ଅଶୂରର ରାଜା ତିଗ୍ଲାତ୍-ପିଲେସର୍ ଆସି ଇୟୋନ୍ ଓ ଆବେଲ୍-ବେଥ୍-ମାଖା ଓ ଯାନୋହ ଓ କେଦଶ ଓ ହାସୋର ଓ ଗିଲୀୟଦ ଓ ଗାଲିଲୀ ଓ ସମୁଦାୟ ନପ୍ତାଲି ଦେଶ ହସ୍ତଗତ କଲା; ଆଉ ସେ ଲୋକମାନଙ୍କୁ ବନ୍ଦୀ କରି ଅଶୂରକୁ ନେଇଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)29 ଇସ୍ରାଏଲର ରାଜା ପେକହଙ୍କର ସମୟରେ ଅଶୂରର ରାଜା ତିଗ୍ଲାତ୍-ପିଲେସର୍ ଆସି ଇୟୋନ୍ ଓ ଆବେଲ୍-ବୈଥ୍ମାଖା ଓ ଯାନୋହ ଓ କେଦଶ ଓ ହାତ୍ସୋର ଓ ଗିଲୀୟଦ୍ ଓ ଗାଲିଲୀ ଓ ସମୁଦାୟ ନପ୍ତାଲି ଦେଶ ହସ୍ତଗତ କଲା; ଆଉ ସେ ଲୋକମାନଙ୍କୁ ବନ୍ଦୀ କରି ଅଶୂରକୁ ନେଇଗଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ଇସ୍ରାଏଲର ରାଜା ପେକହଙ୍କର ସମୟରେ ଅଶୂରର ରାଜା ତିଗ୍ଲାତ୍-ପିଲେସର୍ ଆସି ଇୟୋନ୍ ଓ ଆବେଲ୍-ବେଥ୍-ମାଖା ଓ ଯାନୋହ ଓ କେଦଶ ଓ ହାସୋର ଓ ଗିଲୀୟଦ ଓ ଗାଲିଲୀ ଓ ସମୁଦାୟ ନପ୍ତାଲି ଦେଶ ହସ୍ତଗତ କଲା; ଆଉ ସେ ଲୋକମାନଙ୍କୁ ବନ୍ଦୀ କରି ଅଶୂରକୁ ନେଇଗଲା। Viz kapitolaପବିତ୍ର ବାଇବଲ29 ଇସ୍ରାଏଲର ରାଜା ପେକହଙ୍କର ସମୟରେ ଅଶୂରର ରାଜା ତିଗ୍ଲତ-ପିଲେଷର ଆସି ଇୟୋନ, ଆବେଲ୍-ବୈଥ୍ମାଖା, ଯାନହୋକେଦେଶ, ହାତ୍ସୋର, ଗିଲିୟଦ, ଗାଲିଲୀ ଓ ସମୁଦାୟ ନପ୍ତାଲି ଦେଶ ଅଧିକାର କଲା। ଆଉ ସେ ଲୋକମାନଙ୍କୁ ବନ୍ଦୀ କରି ଅଶୂରକୁ ନେଇଗଲା। Viz kapitola |