2 ରାଜାବଳୀ 15:33 - ଓଡିଆ ବାଇବେଲ33 ସେ ରାଜତ୍ଵ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ। ଆଉ ତାଙ୍କ ମାତାଙ୍କର ନାମ ଯିରୁଶା, ସେ ସାଦୋକର କନ୍ୟା ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)33 ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ; ଆଉ ତାଙ୍କ ମାତାଙ୍କର ନାମ ଯିରୁଶା, ସେ ସାଦୋକର କନ୍ୟା ଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ସେ ରାଜତ୍ୱ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ। ଆଉ ତାଙ୍କ ମାତାଙ୍କର ନାମ ଯିରୁଶା, ସେ ସାଦୋକର କନ୍ୟା ଥିଲେ। Viz kapitolaପବିତ୍ର ବାଇବଲ33 ଯୋଥମ୍ ପଚିଶ୍ ବର୍ଷ ବୟସରେ ରାଜା ହେଲେ ଓ ଷୋହଳ ବର୍ଷ ଯିରୁଶାଲମରେ ରାଜ୍ୟ ଶାସନ କଲେ। ତାଙ୍କର ମାତାଙ୍କ ନାମ ଯିରୁଶା ଓ ସେ ସାଦୋକର କନ୍ୟା ଥିଲେ। Viz kapitola |