2 ରାଜାବଳୀ 15:4 - ଓଡିଆ ବାଇବେଲ4 ତଥାପି ଉଚ୍ଚସ୍ଥଳୀମାନ ଦୂରୀକୃତ ହେଲା ନାହିଁ; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ତଥାପି ଉଚ୍ଚସ୍ଥଳୀମାନ ଦୂରୀକୃତ ହେଲା ନାହିଁ; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ଵଳାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତଥାପି ଉଚ୍ଚସ୍ଥଳୀମାନ ଦୂରୀକୃତ ହେଲା ନାହିଁ; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ। Viz kapitolaପବିତ୍ର ବାଇବଲ4 ମାତ୍ର ଉଚ୍ଚସ୍ଥଳୀଗୁଡ଼ିକୁ ବିନଷ୍ଟ କଲେ ନାହିଁ। ଲୋକମାନେ ସେଠାରେ ବଳିଦାନ କଲେ ଓ ଧୂପ ଜଳାଇଲେ। Viz kapitola |