Online Bible

- Reklamy -




2 ରାଜାବଳୀ 16:10 - ଓଡିଆ ବାଇବେଲ

10 ଏଥିଉତ୍ତାରେ ଆହସ୍‌ ରାଜା ଅଶୂରର ରାଜା ତିଗ୍ଲାତ୍‍-ପିଲେସର୍‌କୁ ସାକ୍ଷାତ କରିବା ପାଇଁ ଦମ୍ମେଶକକୁ ଗଲେ ଓ ଦମ୍ମେଶକରେ ଥିବା ଯଜ୍ଞବେଦି ଦେଖିଲେ; ତହିଁରେ ଆହସ ରାଜା ସେହି ଯଜ୍ଞବେଦିର ସକଳ ଶିଳ୍ପକର୍ମାନୁସାରେ ତହିଁର ଆକୃତି ଓ ନମୁନା ଊରୀୟ ଯାଜକ ନିକଟକୁ ପଠାଇଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

10 ଏଥିଉତ୍ତାରେ ଆହସ୍ ରାଜା ଅଶୂରର ରାଜା ତିଗ୍ଲାତ୍ ପିଲେଷରକୁ ସାକ୍ଷାତ କରିବା ପାଇଁ ଦମ୍ମେଶକକୁ ଗଲେ ଓ ଦମ୍ମେଶକରେ ଥିବା ଯଜ୍ଞବେଦି ଦେଖିଲେ; ତହିଁରେ ଆହସ୍ ରାଜା ସେହି ଯଜ୍ଞବେଦିର ସକଳ ଶିଳ୍ପକର୍ମାନୁସାରେ ତହିଁର ଆକୃତି ଓ ନମୁନା ଊରୀୟ ଯାଜକ ନିକଟକୁ ପଠାଇଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଏଥିଉତ୍ତାରେ ଆହସ୍‌ ରାଜା ଅଶୂରର ରାଜା ତିଗ୍ଲାତ୍‍-ପିଲେସର୍‌କୁ ସାକ୍ଷାତ କରିବା ପାଇଁ ଦମ୍ମେଶକକୁ ଗଲେ ଓ ଦମ୍ମେଶକରେ ଥିବା ଯଜ୍ଞବେଦି ଦେଖିଲେ; ତହିଁରେ ଆହସ୍‌ ରାଜା ସେହି ଯଜ୍ଞବେଦିର ସକଳ ଶିଳ୍ପକର୍ମାନୁସାରେ ତହିଁର ଆକୃତି ଓ ନମୁନା ଊରୀୟ ଯାଜକ ନିକଟକୁ ପଠାଇଲେ।

Viz kapitola kopírovat

ପବିତ୍ର ବାଇବଲ

10 ରାଜା ଆହାସ୍ ଅଶୂରର ରାଜା ତିଗ୍ଲତ-ପିଲେଷରଙ୍କୁ ଭେଟିବାକୁ ଦମ୍ମେଶକ ଗଲେ ଓ ଦମ୍ମେଶକରେ ଥିବା ଯଜ୍ଞବେଦି ଦେଖିଲେ। ତା'ପରେ ଆହାସର ରାଜା ସେହି ଯଜ୍ଞବେଦିରେ ସକଳ ଶିଳ୍ପକଳା ଅନୁସାରେ ସେହିପ୍ରକାର ଆକୃତି ଉରିୟ ଯାଜକ ନିକଟକୁ ପଠାଇଲେ।

Viz kapitola kopírovat




2 ରାଜାବଳୀ 16:10

Následuj nás:

Reklamy


Reklamy