2 ରାଜାବଳୀ 16:17 - ଓଡିଆ ବାଇବେଲ17 ପୁଣି ଆହସ୍ ରାଜା ବୈଠିକିମାନର ମଧ୍ୟଦେଶ କାଟି ତହିଁରୁ ପ୍ରକ୍ଷାଳନପାତ୍ର ସ୍ଥାନାନ୍ତର କଲେ; ଆଉ ସମୁଦ୍ର ରୂପ ପାତ୍ର ତଳେ ଯେଉଁ ଯେଉଁ ପିତ୍ତଳମୟ ଗୋରୁ ଥିଲା, ସେ ସବୁର ଉପରୁ ତାହା ନେଇ ପଥର ଚଟାଣ ଉପରେ ରଖିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ପୁଣି ଆହସ୍ ରାଜା ବୈଠିକିମାନର ମଧ୍ୟଦେଶ କାଟି ତହିଁରୁ ପ୍ରକ୍ଷାଳନପାତ୍ର ସ୍ଥାନାନ୍ତର କଲେ; ଆଉ ସମୁଦ୍ର-ରୂପପାତ୍ର ତଳେ ଯେଉଁ ଯେଉଁ ପିତ୍ତଳମୟ ଗୋରୁ ଥିଲା, ସେସବୁର ଉପରୁ ତାହା ନେଇ ପଥରଚଟାଣ ଉପରେ ରଖିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ପୁଣି ଆହସ୍ ରାଜା ବୈଠିକିମାନର ମଧ୍ୟଦେଶ କାଟି ତହିଁରୁ ପ୍ରକ୍ଷାଳନ-ପାତ୍ର ସ୍ଥାନାନ୍ତର କଲେ; ଆଉ ସମୁଦ୍ରରୂପ ପାତ୍ର ତଳେ ଯେଉଁ ଯେଉଁ ପିତ୍ତଳମୟ ଗୋରୁ ଥିଲା, ସେ ସବୁର ଉପରୁ ତାହା ନେଇ ପଥର ଚଟାଣ ଉପରେ ରଖିଲେ। Viz kapitolaପବିତ୍ର ବାଇବଲ17 ପୁଣି ଆହାସ୍ ରାଜା ବୈଠିକିଗୁଡ଼ିକ କାଟି ପ୍ରକ୍ଷାଳନ ପାତ୍ର ଓ କବାଟ ଫଳକ ଅଲଗା କଲେ। ଆଉ ବଡ଼ ଟ୍ୟାଙ୍କ୍ ତଳେ ଯେଉଁ ପିତ୍ତଳ ନିର୍ମିତ ଷଣ୍ଢ ଥିଲା, ସେସବୁର ଉପରୁ ତାକୁ ନେଇ ଏକ ପ୍ରସ୍ତର ଚଟାଣ ଉପରେ ରଖିଲେ। Viz kapitola |