2 ରାଜାବଳୀ 16:6 - ଓଡିଆ ବାଇବେଲ6 ସେହି ସମୟରେ ଅରାମର ରାଜା ରତ୍ସୀନ, ଏଲତ୍ ନଗରକୁ ପୁନର୍ବାର ଅରାମର ଅଧୀନ କରାଇ ଯିହୁଦୀୟମାନଙ୍କୁ ଏଲତ୍ରୁ ତଡ଼ିଦେଲା। ତହିଁରେ ଅରାମୀୟମାନେ ଏଲତ୍କୁ ଆସି ଆଜି ପର୍ଯ୍ୟନ୍ତ ସେଠାରେ ବାସ କରୁଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)6 ସେସମୟରେ ଅରାମର ରାଜା ରତ୍ସୀନ୍, ଏଲତ୍ ନଗରକୁ ପୁନର୍ବାର ଅରାମର ଅଧୀନ କରାଇ ଯିହୁଦୀୟ-ମାନଙ୍କୁ ଏଲତ୍ରୁ ତଡ଼ିଦେଲା; ତହିଁରେ ଅରାମୀୟମାନେ ଏଲତ୍କୁ ଆସି ଅଦ୍ୟାପି ସେଠାରେ ବାସ କରୁଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସେହି ସମୟରେ ଅରାମର ରାଜା ରତ୍ସୀନ, ଏଲତ୍ ନଗରକୁ ପୁନର୍ବାର ଅରାମର ଅଧୀନ କରାଇ ଯିହୁଦୀୟମାନଙ୍କୁ ଏଲତ୍ରୁ ତଡ଼ିଦେଲା। ତହିଁରେ ଅରାମୀୟମାନେ ଏଲତ୍କୁ ଆସି ଆଜି ପର୍ଯ୍ୟନ୍ତ ସେଠାରେ ବାସ କରୁଅଛନ୍ତି। Viz kapitolaପବିତ୍ର ବାଇବଲ6 ସେ ସମୟରେ ଅରାମର ରାଜା ରତ୍ସୀନ୍ ଏଲତ୍ ନଗରକୁ ପୁନର୍ବାର ଅରାମର ଅଧୀନ କରାଇ ଯିହୁଦୀମାନଙ୍କୁ ଏଲତ୍ରୁ ତଡ଼ି ଦେଲେ। ସେଠାରେ ଅରାମୀୟମାନେ ଆସି ଅଦ୍ୟାବଧି ବାସ କରୁଛନ୍ତି। Viz kapitola |