2 ରାଜାବଳୀ 17:1 - ଓଡିଆ ବାଇବେଲ1 ଯିହୁଦାର ରାଜା ଆହସ୍ଙ୍କ ରାଜତ୍ଵର ଦ୍ୱାଦଶ ବର୍ଷରେ ଏଲାଙ୍କର ପୁତ୍ର ହୋଶେୟ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ଵ କରିବାକୁ ଆରମ୍ଭ କରି ନଅ ବର୍ଷ ରାଜ୍ୟ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଯିହୁଦାର ରାଜା ଆହାସ୍ଙ୍କର ଅଧିକାରର ଦ୍ଵାଦଶ ବର୍ଷରେ ଏଲାଙ୍କର ପୁତ୍ର ହୋଶେୟ ଶମରୀୟାରେ ଇସ୍ରାଏଲ ଉପରେ ରାଜ୍ୟ କରିବାକୁ ଆରମ୍ଭ କରି ନଅ ବର୍ଷ ରାଜ୍ୟ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଯିହୁଦାର ରାଜା ଆହସ୍ଙ୍କ ରାଜତ୍ଵର ଦ୍ୱାଦଶ ବର୍ଷରେ ଏଲାଙ୍କର ପୁତ୍ର ହୋଶେୟ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କରି ନଅ ବର୍ଷ ରାଜ୍ୟ କଲେ। Viz kapitolaପବିତ୍ର ବାଇବଲ1 ଯିହୁଦାରେ ଆହସଙ୍କ ରାଜତ୍ୱର ଦ୍ୱାଦଶ ବର୍ଷରେ ଏଲାଙ୍କର ପୁତ୍ର ହୋଶେୟ ଶମରିୟାରେ ଇସ୍ରାଏଲ ଉପରେ ରାଜ୍ୟ ଶାସନ କରିବା ଆରମ୍ଭ କଲେ ଓ ସେ ନଅ ବର୍ଷ ରାଜତ୍ୱ କଲେ। Viz kapitola |