Online Bible

- Reklamy -




2 ରାଜାବଳୀ 17:15 - ଓଡିଆ ବାଇବେଲ

15 ପୁଣି ସେମାନେ ତାହାଙ୍କର ବିଧି ଓ ସେମାନଙ୍କ ପିତୃଗଣ ସହିତ କୃତ ତାହାଙ୍କର ନିୟମ ଓ ସେମାନଙ୍କ ପ୍ରତି ଦତ୍ତ ତାହାଙ୍କର ସାକ୍ଷ୍ୟସବୁ ଅଗ୍ରାହ୍ୟ କଲେ। ଆଉ ସେମାନେ ଅସାରତାର ଅନୁଗାମୀ ହୋଇ ଅସାର ହେଲେ ଓ ସଦାପ୍ରଭୁ ଯେଉଁମାନଙ୍କ ତୁଲ୍ୟ କର୍ମ ନ କରିବାକୁ ସେମାନଙ୍କୁ ଆଜ୍ଞା ଦେଇଥିଲେ; ଆପଣାମାନଙ୍କ ଚତୁର୍ଦ୍ଦିଗସ୍ଥ ସେହି ଅନ୍ୟ ଦେଶୀୟମାନଙ୍କର ପଶ୍ଚାଦ୍‍ଗାମୀ ହେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ପୁଣି ସେମାନେ ତାହାଙ୍କର ବିଧି ଓ ସେମାନଙ୍କ ପିତୃଗଣ ସହିତ କୃତ ତାହାଙ୍କର ନିୟମ ଓ ସେମାନଙ୍କ ପ୍ରତି ଦତ୍ତ ତାହାଙ୍କର ସାକ୍ଷ୍ୟସବୁ ଅଗ୍ରାହ୍ୟ କଲେ; ଆଉ ସେମାନେ ଅସାରତାର ଅନୁଗାମୀ ହୋଇ ଅସାର ହେଲେ ଓ ସଦାପ୍ରଭୁ ଯେଉଁମାନଙ୍କ ତୁଲ୍ୟ କର୍ମ ନ କରିବାକୁ ସେମାନଙ୍କୁ ଆଜ୍ଞା ଦେଇଥିଲେ; ଆପଣାମାନଙ୍କ ଚତୁର୍ଦ୍ଦିଗସ୍ଥ ସେହି ଅନ୍ୟ ଦେଶୀୟମାନଙ୍କର ପଶ୍ଚାଦ୍ଗାମୀ ହେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ପୁଣି ସେମାନେ ତାହାଙ୍କର ବିଧି ଓ ସେମାନଙ୍କ ପିତୃଗଣ ସହିତ କୃତ ତାହାଙ୍କର ନିୟମ ଓ ସେମାନଙ୍କ ପ୍ରତି ଦତ୍ତ ତାହାଙ୍କର ସାକ୍ଷ୍ୟସବୁ ଅଗ୍ରାହ୍ୟ କଲେ। ଆଉ ସେମାନେ ଅସାରତାର ଅନୁଗାମୀ ହୋଇ ଅସାର ହେଲେ ଓ ସଦାପ୍ରଭୁ ଯେଉଁମାନଙ୍କ ତୁଲ୍ୟ କର୍ମ ନ କରିବାକୁ ସେମାନଙ୍କୁ ଆଜ୍ଞା ଦେଇଥିଲେ; ଆପଣାମାନଙ୍କ ଚତୁର୍ଦ୍ଦିଗସ୍ଥ ସେହି ଅନ୍ୟଦେଶୀୟମାନଙ୍କର ପଶ୍ଚାଦ୍‍ଗାମୀ ହେଲେ।

Viz kapitola kopírovat

ପବିତ୍ର ବାଇବଲ

15 ସେମାନେ ସଦାପ୍ରଭୁଙ୍କ ବ୍ୟବସ୍ଥା ଓ ସେମାନଙ୍କ ପିତୃଗଣଙ୍କ ସହିତ କୃତ ତାଙ୍କର ନିୟମ ଓ ସେମାନଙ୍କର ପ୍ରତି ଦତ୍ତ ତାହାଙ୍କର ସାକ୍ଷ୍ୟସବୁ ଅଗ୍ରାହ୍ୟ କଲେ। ସେମାନେ ସଦାପ୍ରଭୁଙ୍କ ଚେତାବନୀ ଶୁଣିବାକୁ ଅମାନ୍ୟ କଲେ। ସେମାନେ ମୂଲ୍ୟହୀନ ମୂର୍ତ୍ତିଗୁଡ଼ିକୁ ଅନୁସରଣ କଲେ, ପୂଜା କଲେ ଏବଂ ସେମାନେ ନିଜେ ମୂଲ୍ୟହୀନ ହୋଇଗଲେ। ସେମାନେ ତାଙ୍କ ଚତୁର୍ପାର୍ଶ୍ୱରେ ଜାତି ପରି ବାସ କଲେ, ଯଦିଓ ସଦାପ୍ରଭୁ ସେମାନଙ୍କୁ ଆଦେଶ ଦେଇଥିଲେ, “ସେମାନେ ଯାହା କରନ୍ତି ତୁମ୍ଭେମାନେ ତାହା କର ନାହିଁ।” ଯାହା ସଦାପ୍ରଭୁ ସେମାନଙ୍କୁ କରିବାକୁ ମନା କରିଥିଲେ, ସେମାନେ ତାହା କଲେ।

Viz kapitola kopírovat




2 ରାଜାବଳୀ 17:15

Následuj nás:

Reklamy


Reklamy