2 ରାଜାବଳୀ 17:17 - ଓଡିଆ ବାଇବେଲ17 ପୁଣି ସେମାନେ ଆପଣାମାନଙ୍କ ପୁତ୍ରକନ୍ୟାଗଣକୁ ଅଗ୍ନି ମଧ୍ୟ ଦେଇ ଗମନ କରାଇଲେ, ପୁଣି ମନ୍ତ୍ର ଓ ଗଣକତା ବ୍ୟବହାର କଲେ, ଆଉ ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ତାହାଙ୍କ ଦୃଷ୍ଟିରେ କୁକର୍ମ କରିବାକୁ ଆପଣାମାନଙ୍କୁ ବିକ୍ରୟ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ପୁଣି ସେମାନେ ଆପଣାମାନଙ୍କ ପୁତ୍ରକନ୍ୟାଗଣକୁ ଅଗ୍ନି ମଧ୍ୟ ଦେଇ ଗମନ କରାଇଲେ, ପୁଣି ମନ୍ତ୍ର ଓ ଗଣକତା ବ୍ୟବହାର କଲେ, ଆଉ ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ତାହାଙ୍କ ଦୃଷ୍ଟିରେ କୁକର୍ମ କରିବାକୁ ଆପଣାମାନଙ୍କୁ ବିକ୍ରୟ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ପୁଣି ସେମାନେ ଆପଣାମାନଙ୍କ ପୁତ୍ରକନ୍ୟାଗଣକୁ ଅଗ୍ନି ମଧ୍ୟଦେଇ ଗମନ କରାଇଲେ, ପୁଣି ମନ୍ତ୍ର ଓ ଗଣକତା ବ୍ୟବହାର କଲେ, ଆଉ ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ତାହାଙ୍କ ଦୃଷ୍ଟିରେ କୁକର୍ମ କରିବାକୁ ଆପଣାମାନଙ୍କୁ ବିକ୍ରୟ କଲେ। Viz kapitolaପବିତ୍ର ବାଇବଲ17 ଆଉ ସେମାନେ ନିଜର ପୁତ୍ରକନ୍ୟାମାନଙ୍କୁ ଅଗ୍ନିରେ ବଳିଦାନ କଲେ। ସେମାନେ ଭବିଷ୍ୟଦ୍ବାଣୀ କରିବା ପାଇଁ ଯାଦୁବିଦ୍ୟା, ଡାହାଣି ବିଦ୍ୟା ଓ ଜ୍ୟୋତିଷବିଦ୍ୟାଗୁଡ଼ିକ ବ୍ୟବହାର କଲେ। ସଦାପ୍ରଭୁଙ୍କୁ କ୍ରୋଧାନ୍ୱିତ କରିବା ପାଇଁ ତାଙ୍କ ଦୃଷ୍ଟିରେ କୁକର୍ମ କରିବାକୁ ସେମାନେ ନିଜକୁ ବିକ୍ରୟ କଲେ। Viz kapitola |