Online Bible

- Reklamy -




2 ରାଜାବଳୀ 17:18 - ଓଡିଆ ବାଇବେଲ

18 ଏହେତୁ ସଦାପ୍ରଭୁ ଇସ୍ରାଏଲ ଉପରେ ଅତିଶୟ କ୍ରୁଦ୍ଧ ହେଲେ ଓ ସେମାନଙ୍କୁ ଆପଣା ଦୃଷ୍ଟିରୁ ଦୂର କଲେ। କେବଳ ଯିହୁଦା ଗୋଷ୍ଠୀ ଛଡ଼ା ଆଉ କେହି ଅବଶିଷ୍ଟ ରହିଲା ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ଏହେତୁ ସଦାପ୍ରଭୁ ଇସ୍ରାଏଲ ଉପରେ ଅତିଶୟ କ୍ରୁଦ୍ଧ ହେଲେ ଓ ସେମାନଙ୍କୁ ଆପଣା ଦୃଷ୍ଟିରୁ ଦୂର କଲେ; କେବଳ ଯିହୁଦା-ଗୋଷ୍ଠୀ ଛଡ଼ା ଆଉ କେହି ଅବଶିଷ୍ଟ ରହିଲା ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଏହେତୁ ସଦାପ୍ରଭୁ ଇସ୍ରାଏଲ ଉପରେ ଅତିଶୟ କ୍ରୁଦ୍ଧ ହେଲେ ଓ ସେମାନଙ୍କୁ ଆପଣା ଦୃଷ୍ଟିରୁ ଦୂର କଲେ। କେବଳ ଯିହୁଦା-ଗୋଷ୍ଠୀ ଛଡ଼ା ଆଉ କେହି ଅବଶିଷ୍ଟ ରହିଲା ନାହିଁ।

Viz kapitola kopírovat

ପବିତ୍ର ବାଇବଲ

18 ଏଣୁ ସଦାପ୍ରଭୁ ଇସ୍ରାଏଲ ଉପରେ ଅତ୍ୟନ୍ତ କ୍ରୋଧ ହେଲେ ଓ ସେମାନଙ୍କୁ ନିଜ ଦୃଷ୍ଟିରୁ ଦୂରେଇ ଦେଲେ। କେବଳ ଯିହୁଦାର ଗୋଷ୍ଠୀ ଛଡ଼ା ଆଉ କେହି ଅବଶିଷ୍ଟ ରହିଲେ ନାହିଁ।

Viz kapitola kopírovat




2 ରାଜାବଳୀ 17:18

Následuj nás:

Reklamy


Reklamy