2 ରାଜାବଳୀ 17:27 - ଓଡିଆ ବାଇବେଲ27 ଏଥିରେ ଅଶୂରର ରାଜା ଆଜ୍ଞା ଦେଇ କହିଲା, “ତୁମ୍ଭେମାନେ ସେଠାରୁ ଯେଉଁ ଯାଜକମାନଙ୍କୁ ଆଣିଅଛ, ସେମାନଙ୍କ ମଧ୍ୟରୁ ଜଣକୁ ସେଠାକୁ ନେଇ ଯାଅ। ସେମାନେ ସେଠାକୁ ଯାଇ ବାସ କରନ୍ତୁ ଓ ସେହି ଯାଜକ ସେଦେଶୀୟ ଦେବତାର ରୀତି ଲୋକମାନଙ୍କୁ ଶିଖାଉ।” Viz kapitolaପବିତ୍ର ବାଇବଲ (Re-edited) - (BSI)27 ଏଥିରେ ଅଶୂରର ରାଜା ଆଜ୍ଞା ଦେଇ କହିଲା, ତୁମ୍ଭେମାନେ ସେଠାରୁ ଯେଉଁ ଯାଜକମାନଙ୍କୁ ଆଣିଅଛ, ସେମାନଙ୍କ ମଧ୍ୟରୁ ଜଣକୁ ସେଠାକୁ ନେଇ ଯାଅ; ସେମାନେ ସେଠାକୁ ଯାଇ ବାସ କରନ୍ତୁ ଓ ସେ ସେଦେଶୀୟ ଦେବତାର ରୀତି ଲୋକମାନଙ୍କୁ ଶିଖାଉ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଏଥିରେ ଅଶୂରର ରାଜା ଆଜ୍ଞା ଦେଇ କହିଲା, “ତୁମ୍ଭେମାନେ ସେଠାରୁ ଯେଉଁ ଯାଜକମାନଙ୍କୁ ଆଣିଅଛ, ସେମାନଙ୍କ ମଧ୍ୟରୁ ଜଣକୁ ସେଠାକୁ ନେଇଯାଅ। ସେମାନେ ସେଠାକୁ ଯାଇ ବାସ କରନ୍ତୁ ଓ ସେହି ଯାଜକ ସେଦେଶୀୟ ଦେବତାର ରୀତି ଲୋକମାନଙ୍କୁ ଶିଖାଉ।” Viz kapitolaପବିତ୍ର ବାଇବଲ27 ତେଣୁ ଅଶୂର ରାଜା ସେମାନଙ୍କୁ ଆଜ୍ଞା ଦେଇ କହିଲା, “ତୁମ୍ଭେମାନେ ସେଠାରୁ ଯେଉଁ ଯାଜକମାନଙ୍କୁ ବାଛିଅଛ, ସେମାନଙ୍କ ମଧ୍ୟରୁ ସେଠାକୁ ନେଇଯାଅ। ସେମାନେ ସେଠାକୁ ଯାଇ ବାସ କରନ୍ତୁ ଓ ସେ ସ୍ୱଦେଶୀୟ ଦେବତାର ବିଧି ଲୋକମାନଙ୍କୁ ଶିଖାଉ।” Viz kapitola |