2 ରାଜାବଳୀ 17:28 - ଓଡିଆ ବାଇବେଲ28 ତହିଁରେ ସେମାନେ ଯେଉଁ ଯାଜକମାନଙ୍କୁ ଶମରୀୟାରୁ ନେଇ ଯାଇଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଆସି ବେଥେଲ୍ରେ ବାସ କଲା ଓ କିପ୍ରକାରେ ସଦାପ୍ରଭୁଙ୍କୁ ଭୟ କରିବା କର୍ତ୍ତବ୍ୟ, ତାହା ସେମାନଙ୍କୁ ଶିଖାଇଲା। Viz kapitolaପବିତ୍ର ବାଇବଲ (Re-edited) - (BSI)28 ତହିଁରେ ସେମାନେ ଯେଉଁ ଯାଜକମାନଙ୍କୁ ଶମରୀୟାରୁ ନେଇ ଯାଇଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଆସି ବୈଥେଲ୍ରେ ବାସ କଲା ଓ କିପ୍ରକାରେ ସଦାପ୍ରଭୁଙ୍କୁ ଭୟ କରିବା କର୍ତ୍ତବ୍ୟ, ତାହା ସେମାନଙ୍କୁ ଶିଖାଇଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ତହିଁରେ ସେମାନେ ଯେଉଁ ଯାଜକମାନଙ୍କୁ ଶମରୀୟାରୁ ନେଇ ଯାଇଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଆସି ବେଥେଲ୍ରେ ବାସ କଲା ଓ କିପ୍ରକାରେ ସଦାପ୍ରଭୁଙ୍କୁ ଭୟ କରିବା କର୍ତ୍ତବ୍ୟ, ତାହା ସେମାନଙ୍କୁ ଶିଖାଇଲା। Viz kapitolaପବିତ୍ର ବାଇବଲ28 ତେଣୁ ଅଶୂରର ଲୋକମାନେ ଶମରିୟାରୁ ଆଣିଥିବା ଯାଜକମାନଙ୍କ ମଧ୍ୟରୁ ଜଣକୁ ବୈଥେଲ୍କୁ ନେଇଗଲେ। ସେ ଯାଜକ ସଦାପ୍ରଭୁଙ୍କୁ କିପରି ଭୟ କରିବା ଉଚିତ୍, ତାହା ସେମାନଙ୍କୁ ଶିକ୍ଷା ଦେଲେ। Viz kapitola |