Online Bible

- Reklamy -




2 ରାଜାବଳୀ 17:29 - ଓଡିଆ ବାଇବେଲ

29 ତଥାପି ପ୍ରତ୍ୟେକ ଗୋଷ୍ଠୀ ଆପଣା ଆପଣାର ଦେବତା ନିର୍ମାଣ କଲେ ଓ ଶମରୀୟ ଲୋକମାନେ ଉଚ୍ଚସ୍ଥଳୀମାନରେ ଯେସବୁ ଗୃହ ନିର୍ମାଣ କରିଥିଲେ; ତହିଁ ମଧ୍ୟରେ ପ୍ରତ୍ୟେକ ଗୋଷ୍ଠୀ ଆପଣା ଆପଣା ନିବାସ ନଗରରେ ଆପଣା ଆପଣାର ଦେବତା ସ୍ଥାପନ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

29 ତଥାପି ପ୍ରତ୍ୟେକ ଗୋଷ୍ଠୀ ଆପଣା ଆପଣାର ଦେବତା ନିର୍ମାଣ କଲେ ଓ ଶମରୀୟ ଲୋକମାନେ ଉଚ୍ଚସ୍ଥଳୀମାନରେ ଯେସବୁ ଗୃହ ନିର୍ମାଣ କରିଥିଲେ; ତହିଁ ମଧ୍ୟରେ ପ୍ରତ୍ୟେକ ଗୋଷ୍ଠୀ ଆପଣା ଆପଣା ନିବାସ-ନଗରରେ ଆପଣା ଆପଣାର ଦେବତା ସ୍ଥାପନ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ତଥାପି ପ୍ରତ୍ୟେକ ଗୋଷ୍ଠୀ ଆପଣା ଆପଣାର ଦେବତା ନିର୍ମାଣ କଲେ ଓ ଶମରୀୟ ଲୋକମାନେ ଉଚ୍ଚସ୍ଥଳୀମାନରେ ଯେସବୁ ଗୃହ ନିର୍ମାଣ କରିଥିଲେ; ତହିଁ ମଧ୍ୟରେ ପ୍ରତ୍ୟେକ ଗୋଷ୍ଠୀ ଆପଣା ଆପଣା ନିବାସ-ନଗରରେ ଆପଣା ଆପଣାର ଦେବତା ସ୍ଥାପନ କଲେ।

Viz kapitola kopírovat

ପବିତ୍ର ବାଇବଲ

29 ମାତ୍ର ପ୍ରତ୍ୟେକ ଗୋଷ୍ଠୀ ଆପଣା ଆପଣା ଦେବତା ନିର୍ମାଣ କଲେ। ସେମାନେ ତାଙ୍କର ଦେବତାମାନଙ୍କୁ ଉଚ୍ଚସ୍ଥାନମାନଙ୍କରେ ପୂଜା କଲେ। ଯେଉଁସବୁ ମନ୍ଦିର ଶମରିୟାର ଲୋକମାନେ ନିର୍ମାଣ କରିଥିଲେ, ତହିଁ ମଧ୍ୟରୁ ସେମାନେ ମିଥ୍ୟା ଦେବତାମାନଙ୍କୁ ସେମାନଙ୍କର ସମସ୍ତ ନଗରଗୁଡ଼ିକରେ ସ୍ଥାପନ କଲେ। ଯେଉଁଠାରେ ସେମାନେ ବାସସ୍ଥଳୀ କଲେ।

Viz kapitola kopírovat




2 ରାଜାବଳୀ 17:29

Následuj nás:

Reklamy


Reklamy