Online Bible

- Reklamy -




2 ରାଜାବଳୀ 17:30 - ଓଡିଆ ବାଇବେଲ

30 ପୁଣି ବାବିଲୀୟ ଲୋକମାନେ ସୁକ୍‍‌‌କୋତ୍‍ ବନୋତ୍‍ ନିର୍ମାଣ କଲେ, ଓ କୂଥୀୟ ଲୋକମାନେ ନେର୍ଗଲ ନିର୍ମାଣ କଲେ, ଓ ହମାତୀୟ ଲୋକମାନେ ଅଶୀମା ନିର୍ମାଣ କଲେ,

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

30 ପୁଣି ବାବିଲୀୟ ଲୋକମାନେ ସୁକ୍କୋତ୍-ବନୋତ୍ ନିର୍ମାଣ କଲେ ଓ କୂଥୀୟ ଲୋକମାନେ ନେର୍ଗଲ ନିର୍ମାଣ କଲେ ଓ ହମାତୀୟ ଲୋକମାନେ ଅଶୀମା ନିର୍ମାଣ କଲେ;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ପୁଣି ବାବିଲୀୟ ଲୋକମାନେ ସୁକ୍କୋତ୍‍ ବନୋତ୍‍ ନିର୍ମାଣ କଲେ, ଓ କୂଥୀୟ ଲୋକମାନେ ନେର୍ଗଲ ନିର୍ମାଣ କଲେ, ଓ ହମାତୀୟ ଲୋକମାନେ ଅଶୀମା ନିର୍ମାଣ କଲେ,

Viz kapitola kopírovat

ପବିତ୍ର ବାଇବଲ

30 ପୁଣି ବାବିଲୀୟ ଲୋକମାନେ ସୁ‌କ୍‌କୋତ୍-ବନୋତ୍ ମିଥ୍ୟା ଦେବତା ତିଆରି କଲେ। ହମାତୀୟ ଲୋକମାନେ ଅଶୀମା ମିଥ୍ୟା ଦେବତା ତିଆରି କଲେ ଓ କୂଥୀୟ ଲୋକମାନେ ମଧ୍ୟ ନେର୍ଗଲ ମିଥ୍ୟା ଦେବତା ମାନ ତିଆରି କଲେ।

Viz kapitola kopírovat




2 ରାଜାବଳୀ 17:30

Následuj nás:

Reklamy


Reklamy