Online Bible

- Reklamy -




2 ରାଜାବଳୀ 17:33 - ଓଡିଆ ବାଇବେଲ

33 ସେମାନେ ସଦାପ୍ରଭୁଙ୍କୁ ମଧ୍ୟ ଭୟ କଲେ, ପୁଣି ଯେଉଁ ଗୋଷ୍ଠୀୟମାନଙ୍କ ମଧ୍ୟରୁ ସେମାନେ ନୀତ ହୋଇଥିଲେ, ସେମାନଙ୍କ ରୀତି ଅନୁସାରେ ଆପଣା ଆପଣା ଦେବତାମାନଙ୍କର ମଧ୍ୟ ସେବା କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

33 ସେମାନେ ସଦାପ୍ରଭୁଙ୍କୁ ଭୟ କଲେ, ପୁଣି ଯେଉଁ ଗୋଷ୍ଠୀୟମାନଙ୍କ ମଧ୍ୟରୁ ସେମାନେ ନୀତ ହୋଇଥିଲେ, ସେମାନଙ୍କ ରୀତି ଅନୁସାରେ ଆପଣା ଆପଣା ଦେବତା-ମାନଙ୍କର ସେବା କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ସେମାନେ ସଦାପ୍ରଭୁଙ୍କୁ ମଧ୍ୟ ଭୟ କଲେ, ପୁଣି ଯେଉଁ ଗୋଷ୍ଠୀୟମାନଙ୍କ ମଧ୍ୟରୁ ସେମାନେ ନୀତ ହୋଇଥିଲେ, ସେମାନଙ୍କ ରୀତି ଅନୁସାରେ ଆପଣା ଆପଣା ଦେବତାମାନଙ୍କର ମଧ୍ୟ ସେବା କଲେ।

Viz kapitola kopírovat

ପବିତ୍ର ବାଇବଲ

33 ସେମାନେ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କଲେ। ଏବଂ ସେମାନେ ମଧ୍ୟ ସେମାନଙ୍କର ଦେଶର ଦେବତାମାନଙ୍କର ସେବା କଲେ।

Viz kapitola kopírovat




2 ରାଜାବଳୀ 17:33

Následuj nás:

Reklamy


Reklamy