2 ରାଜାବଳୀ 17:35 - ଓଡିଆ ବାଇବେଲ35 ସେହି ଯାକୁବ ସନ୍ତାନଗଣ ସଙ୍ଗେ ସଦାପ୍ରଭୁ ଏକ ନିୟମ କରି ସେମାନଙ୍କୁ ଆଜ୍ଞା ଦେଇ କହିଥିଲେ, “ତୁମ୍ଭେମାନେ ଅନ୍ୟ ଦେବଗଣକୁ ଭୟ କରିବ ନାହିଁ କି ସେମାନଙ୍କୁ ପ୍ରଣାମ କରିବ ନାହିଁ, କିଅବା ସେମାନଙ୍କର ସେବା କରି ସେମାନଙ୍କ ନିକଟରେ ବଳିଦାନ କରିବ ନାହିଁ; Viz kapitolaପବିତ୍ର ବାଇବଲ (Re-edited) - (BSI)35 ସେହି ଯାକୁବ-ସନ୍ତାନଗଣ ସଙ୍ଗେ ସଦାପ୍ରଭୁ ଏକ ନିୟମ କରି ସେମାନଙ୍କୁ ଆଜ୍ଞା ଦେଇ କହିଥିଲେ, ତୁମ୍ଭେମାନେ ଅନ୍ୟ ଦେବଗଣକୁ ଭୟ କରିବ ନାହିଁ କି ସେମାନଙ୍କୁ ପ୍ରଣାମ କରିବ ନାହିଁ, କିଅବା ସେମାନଙ୍କର ସେବା କରି ସେମାନଙ୍କ ନିକଟରେ ବଳିଦାନ କରିବ ନାହିଁ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ସେହି ଯାକୁବ ସନ୍ତାନଗଣ ସଙ୍ଗେ ସଦାପ୍ରଭୁ ଏକ ନିୟମ କରି ସେମାନଙ୍କୁ ଆଜ୍ଞା ଦେଇ କହିଥିଲେ, “ତୁମ୍ଭେମାନେ ଅନ୍ୟ ଦେବଗଣକୁ ଭୟ କରିବ ନାହିଁ କି ସେମାନଙ୍କୁ ପ୍ରଣାମ କରିବ ନାହିଁ, କିଅବା ସେମାନଙ୍କର ସେବା କରି ସେମାନଙ୍କ ନିକଟରେ ବଳିଦାନ କରିବ ନାହିଁ; Viz kapitolaପବିତ୍ର ବାଇବଲ35 ଇସ୍ରାଏଲର ସନ୍ତାନମାନଙ୍କ ସହିତ ସଦାପ୍ରଭୁ ଚୁକ୍ତି କଲେ ଏବଂ ସେମାନଙ୍କୁ ଆଜ୍ଞା ଦେଲେ, “ତୁମ୍ଭେମାନେ ଅନ୍ୟ ଦେବତାମାନଙ୍କୁ ନିଶ୍ଚୟ ପୂଜା କରିବ ନାହିଁ କିମ୍ବା ସେମାନଙ୍କର ସେବା କରିବ ନାହିଁ। ତୁମ୍ଭେ ସେମାନଙ୍କୁ ନିଶ୍ଚୟ ଭୟ କରିବ ନାହିଁ କିମ୍ବା ସେମାନଙ୍କର ସମ୍ମାନାର୍ଥେ ବଳିଦାନ ଉତ୍ସର୍ଗ କରିବ ନାହିଁ। Viz kapitola |