Online Bible

- Reklamy -




2 ରାଜାବଳୀ 17:36 - ଓଡିଆ ବାଇବେଲ

36 ମାତ୍ର ଯେ ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ସେହି ସଦାପ୍ରଭୁଙ୍କୁ ତୁମ୍ଭେମାନେ ଭୟ କରିବ ଓ ତାହାଙ୍କୁ ପ୍ରଣାମ କରିବ ଓ ତାହାଙ୍କ ନିକଟରେ ବଳିଦାନ କରିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

36 ମାତ୍ର ଯେ ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ଵାରା ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ସେହି ସଦାପ୍ରଭୁଙ୍କୁ ତୁମ୍ଭେମାନେ ଭୟ କରିବ ଓ ତାହାଙ୍କୁ ପ୍ରଣାମ କରିବ ଓ ତାହାଙ୍କ ନିକଟରେ ବଳିଦାନ କରିବ;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ମାତ୍ର ଯେ ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ସେହି ସଦାପ୍ରଭୁଙ୍କୁ ତୁମ୍ଭେମାନେ ଭୟ କରିବ ଓ ତାହାଙ୍କୁ ପ୍ରଣାମ କରିବ ଓ ତାହାଙ୍କ ନିକଟରେ ବଳିଦାନ କରିବ।

Viz kapitola kopírovat

ପବିତ୍ର ବାଇବଲ

36 ତୁମ୍ଭେମାନେ କେବଳ ସଦାପ୍ରଭୁଙ୍କୁ ନିଶ୍ଚୟ ଭୟ କରିବ, ଯିଏ ମହାପରାକ୍ରମ ଦ୍ୱାରା ତୁମ୍ଭମାନଙ୍କୁ ମିଶର ଦେଶରୁ ବାହାର କରି ଆଣିଲେ। ତୁମ୍ଭେମାନେ ନିଶ୍ଚୟ ତାହାଙ୍କୁ ପ୍ରଣାମ କରିବ ଓ ତାଙ୍କୁ ଉପାସନା କରିବ ଏବଂ ତାଙ୍କ ସମ୍ମାନାର୍ଥେ ବଳିଦାନ ଉତ୍ସର୍ଗ କରିବ।

Viz kapitola kopírovat




2 ରାଜାବଳୀ 17:36

Následuj nás:

Reklamy


Reklamy