2 ରାଜାବଳୀ 17:37 - ଓଡିଆ ବାଇବେଲ37 ପୁଣି ସେ ତୁମ୍ଭମାନଙ୍କ ପାଇଁ ଯେ ଯେ ବିଧି, ଶାସନ, ବ୍ୟବସ୍ଥା ଓ ଆଜ୍ଞା ଲେଖିଅଛନ୍ତି, ତୁମ୍ଭେମାନେ ସଦାକାଳ ତାହା ପାଳନ କରିବାକୁ ମନୋଯୋଗ କରିବ; ଆଉ ତୁମ୍ଭେମାନେ ବିଦେଶୀୟ ଦେବତାଗଣକୁ ଭୟ କରିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)37 ପୁଣି ସେ ତୁମ୍ଭମାନଙ୍କ ପାଇଁ ଯେ ଯେ ବିଧି ଓ ଶାସନ ଓ ବ୍ୟବସ୍ଥା ଓ ଆଜ୍ଞା ଲେଖିଅଛନ୍ତି, ତୁମ୍ଭେମାନେ ସଦାକାଳ ତାହା ପାଳନ କରିବାକୁ ମନୋଯୋଗ କରିବ; ଆଉ ତୁମ୍ଭେମାନେ ଅନ୍ୟ ଦେବଗଣକୁ ଭୟ କରିବ ନାହିଁ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ପୁଣି ସେ ତୁମ୍ଭମାନଙ୍କ ପାଇଁ ଯେ ଯେ ବିଧି, ଶାସନ, ବ୍ୟବସ୍ଥା ଓ ଆଜ୍ଞା ଲେଖିଅଛନ୍ତି, ତୁମ୍ଭେମାନେ ସଦାକାଳ ତାହା ପାଳନ କରିବାକୁ ମନୋଯୋଗ କରିବ; ଆଉ ତୁମ୍ଭେମାନେ ବିଦେଶୀୟ ଦେବତାଗଣକୁ ଭୟ କରିବ ନାହିଁ। Viz kapitolaପବିତ୍ର ବାଇବଲ37 ପୁଣି ସେ ତୁମ୍ଭମାନଙ୍କ ପାଇଁ ଯେଉଁ ଯେଉଁ ବିଧି, ଶାସନବ୍ୟବସ୍ଥା ଓ ଶିକ୍ଷାସମୂହ ଲେଖି ଅଛନ୍ତି। ତୁମ୍ଭେମାନେ ତାହା ସଦାକାଳ ପାଳନ କରିବାକୁ ମନୋଯୋଗ କରିବ। ଆଉ ଅନ୍ୟ ଦେବଗଣଙ୍କୁ ତୁମ୍ଭେମାନେ ଭୟ କରିବ ନାହିଁ। Viz kapitola |