2 ରାଜାବଳୀ 17:38 - ଓଡିଆ ବାଇବେଲ38 ପୁଣି ଆମ୍ଭେ ତୁମ୍ଭମାନଙ୍କ ସଙ୍ଗେ ଯେଉଁ ନିୟମ କରିଅଛୁ, ତାହା ପାସୋରିବ ନାହିଁ କିଅବା ବିଦେଶୀୟ ଦେବତାଗଣକୁ ତୁମ୍ଭେମାନେ ଭୟ କରିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)38 ପୁଣି ଆମ୍ଭେ ତୁମ୍ଭମାନଙ୍କ ସଙ୍ଗେ ଯେଉଁ ନିୟମ କରିଅଛୁ, ତାହା ପାସୋରିବ ନାହିଁ; କିଅବା ଅନ୍ୟ ଦେବଗଣକୁ ତୁମ୍ଭେମାନେ ଭୟ କରିବ ନାହିଁ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ପୁଣି ଆମ୍ଭେ ତୁମ୍ଭମାନଙ୍କ ସଙ୍ଗେ ଯେଉଁ ନିୟମ କରିଅଛୁ, ତାହା ପାସୋରିବ ନାହିଁ କିଅବା ବିଦେଶୀୟ ଦେବତାଗଣକୁ ତୁମ୍ଭେମାନେ ଭୟ କରିବ ନାହିଁ। Viz kapitolaପବିତ୍ର ବାଇବଲ38 ମୁଁ ତୁମ୍ଭମାନଙ୍କ ସହିତ ଯେଉଁ ଚୁକ୍ତି କରିଥିଲି, ତୁମ୍ଭେମାନେ ପାଶୋରିବା ଉଚିତ୍ ନୁହଁ। ଅନ୍ୟ ଦେବତାମାନଙ୍କୁ ତୁମ୍ଭେମାନେ ଭୟ କିମ୍ବା ସମ୍ମାନ କରିବା ଉଚିତ୍ ନୁହଁ। Viz kapitola |