Online Bible

- Reklamy -




2 ରାଜାବଳୀ 17:6 - ଓଡିଆ ବାଇବେଲ

6 ହୋଶେୟଙ୍କ ରାଜତ୍ଵର ନବମ ବର୍ଷରେ ଅଶୂରର ରାଜା ଶମରୀୟା ହସ୍ତଗତ କଲା ଓ ଇସ୍ରାଏଲକୁ ଅଶୂରକୁ ନେଇ ଯାଇ ହଲହରେ ଓ ହାବୋରରେ ଗୋଶନ ନଦୀ ତୀରରେ ଓ ମାଦୀୟମାନଙ୍କ ନାନା ନଗରରେ ରଖିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

6 ହୋଶେୟଙ୍କର ଅଧିକାରର ନବମ ବର୍ଷରେ ଅଶୂରର ରାଜା ଶମରୀୟା ହସ୍ତଗତ କଲା ଓ ଇସ୍ରାଏଲକୁ ଅଶୂରକୁ ନେଇ ଯାଇ ହଲହରେ ଓ ହାବୋରରେ ଗୋଶନ ନଦୀ ତୀରରେ ଓ ମାଦୀୟମାନଙ୍କ ନାନା ନଗରରେ ରଖିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ହୋଶେୟଙ୍କ ରାଜତ୍ଵର ନବମ ବର୍ଷରେ ଅଶୂରର ରାଜା ଶମରୀୟା ହସ୍ତଗତ କଲା ଓ ଇସ୍ରାଏଲକୁ ଅଶୂରକୁ ନେଇଯାଇ ହଲହରେ ଓ ହାବୋରରେ ଗୋଶନ ନଦୀ ତୀରରେ ଓ ମାଦୀୟମାନଙ୍କ ନାନା ନଗରରେ ରଖିଲା।

Viz kapitola kopírovat

ପବିତ୍ର ବାଇବଲ

6 ହୋଶେୟଙ୍କ ରାଜତ୍ୱର ନବମ ବର୍ଷରେ ଅଶୂରର ରାଜା ଶମରିୟା ଅଧିକାର କଲେ। ସେ ଇସ୍ରାଏଲୀୟମାନଙ୍କୁ ବନ୍ଦୀ କରି ଅଶୂରକୁ ନେଇଗଲା ଓ ସେମାନଙ୍କୁ ଗୋଶୋନ ନଗରର ହାବୋର ନଦୀର ହଲହରେ ଓ ମାଦୀୟମାନଙ୍କ ନାନା ଦେଶରେ ରଖିଲେ।

Viz kapitola kopírovat




2 ରାଜାବଳୀ 17:6

Následuj nás:

Reklamy


Reklamy