2 ରାଜାବଳୀ 17:8 - ଓଡିଆ ବାଇବେଲ8 ଓ ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଦୂର କରି ଦେଇଥିଲେ, ସେମାନଙ୍କ ଓ ଇସ୍ରାଏଲ ରାଜାମାନଙ୍କ ସ୍ଥାପିତ ବିଧିରେ ଚାଲିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଓ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଦୂର କରି ଦେଇଥିଲେ, ସେମାନଙ୍କ ଓ ଇସ୍ରାଏଲ ରାଜାମାନଙ୍କ ସ୍ଥାପିତ ବିଧିରେ ଚାଲିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଓ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଦୂର କରି ଦେଇଥିଲେ, ସେମାନଙ୍କ ଓ ଇସ୍ରାଏଲ ରାଜାମାନଙ୍କ ସ୍ଥାପିତ ବିଧିରେ ଚାଲିଲେ। Viz kapitolaପବିତ୍ର ବାଇବଲ8 ଜାତିମାନଙ୍କ ଦ୍ୱାରା କରିଥିବା କାର୍ଯ୍ୟଗୁଡ଼ିକ ସେମାନେ କରିବାକୁ ଆରମ୍ଭ କଲେ। ଏଣୁ ସଦାପ୍ରଭୁ ଦେଶରୁ ପରିତ୍ୟାଗ କରିବାକୁ ବାଧ୍ୟ ହେଲେ, ଯେତେବେଳେ ଇସ୍ରାଏଲ ଲୋକମାନେ ଆସିଲେ। Viz kapitola |