2 ରାଜାବଳୀ 17:9 - ଓଡିଆ ବାଇବେଲ9 ଆହୁରି ଇସ୍ରାଏଲ ସନ୍ତାନଗଣ ଗୋପନରେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ବିରୁଦ୍ଧରେ ଅଯଥାର୍ଥ କର୍ମ କଲେ ଓ ପ୍ରହରୀମାନଙ୍କ ଦୁର୍ଗଠାରୁ ପ୍ରାଚୀରବେଷ୍ଟିତ ନଗର ପର୍ଯ୍ୟନ୍ତ ଆପଣାମାନଙ୍କ ସକଳ ନଗରରେ ଉଚ୍ଚସ୍ଥଳୀମାନ ପ୍ରସ୍ତୁତ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ଆହୁରି ଇସ୍ରାଏଲ-ସନ୍ତାନଗଣ ଗୋପନରେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କ ବିରୁଦ୍ଧରେ ଅଯଥାର୍ଥ କର୍ମ କଲେ ଓ ପ୍ରହରୀମାନଙ୍କ ଦୁର୍ଗଠାରୁ ପ୍ରାଚୀରବେଷ୍ଟିତ ନଗର ପର୍ଯ୍ୟନ୍ତ ଆପଣାମାନଙ୍କ ସକଳ ନଗରରେ ଉଚ୍ଚସ୍ଥଳୀମାନ ପ୍ରସ୍ତୁତ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଆହୁରି ଇସ୍ରାଏଲ-ସନ୍ତାନଗଣ ଗୋପନରେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ବିରୁଦ୍ଧରେ ଅଯଥାର୍ଥ କର୍ମ କଲେ ଓ ପ୍ରହରୀମାନଙ୍କ ଦୁର୍ଗଠାରୁ ପ୍ରାଚୀର-ବେଷ୍ଟିତ ନଗର ପର୍ଯ୍ୟନ୍ତ ଆପଣାମାନଙ୍କ ସକଳ ନଗରରେ ଉଚ୍ଚସ୍ଥଳୀମାନ ପ୍ରସ୍ତୁତ କଲେ। Viz kapitolaପବିତ୍ର ବାଇବଲ9 ଆଉ ମଧ୍ୟ ଇସ୍ରାଏଲୀୟମାନେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ବିରୁଦ୍ଧରେ ଗୁପ୍ତ ପାପରେ ଲିପ୍ତ ହେଲେ। ପୁଣି ଦୁର୍ଗଠାରୁ ଆରମ୍ଭ କରି ପ୍ରାଚୀରବେଷ୍ଟିତ ନଗର ପର୍ଯ୍ୟନ୍ତ ସମସ୍ତ ସ୍ଥାନରେ ଉଚ୍ଚସ୍ଥଳୀମାନ ସେମାନେ ନିର୍ମାଣ କଲେ। Viz kapitola |