Online Bible

- Reklamy -




2 ରାଜାବଳୀ 18:12 - ଓଡିଆ ବାଇବେଲ

12 କାରଣ ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ରବରେ ଅବଧାନ କଲେ ନାହିଁ, ମାତ୍ର ତାହାଙ୍କ ନିୟମ ଓ ସଦାପ୍ରଭୁଙ୍କ ସେବକ ମୋଶାଙ୍କର ସମସ୍ତ ଆଜ୍ଞା-ଲଙ୍ଘନ କଲେ ଓ ତାହା ଶୁଣିବାକୁ ସମ୍ମତ ହେଲେ ନାହିଁ କି ତାହା ପାଳନ କଲେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

12 କାରଣ ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କ ରବରେ ଅବଧାନ କଲେ ନାହିଁ, ମାତ୍ର ତାହାଙ୍କ ନିୟମ ଓ ସଦାପ୍ରଭୁଙ୍କ ସେବକ ମୋଶାଙ୍କର ସମସ୍ତ ଆଜ୍ଞା ଲଙ୍ଘନ କଲେ ଓ ତାହା ଶୁଣିବାକୁ ସମ୍ମତ ହେଲେ ନାହିଁ କି ତାହା ପାଳନ କଲେ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 କାରଣ ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ରବରେ ଅବଧାନ କଲେ ନାହିଁ, ମାତ୍ର ତାହାଙ୍କ ନିୟମ ଓ ସଦାପ୍ରଭୁଙ୍କ ସେବକ ମୋଶାଙ୍କର ସମସ୍ତ ଆଜ୍ଞାଲଙ୍ଘନ କଲେ ଓ ତାହା ଶୁଣିବାକୁ ସମ୍ମତ ହେଲେ ନାହିଁ କି ତାହା ପାଳନ କଲେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ

12 ଏସବୁ ଘଟିବାର କାରଣ ହେଲା ସେମାନେ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କୁ ମାନିଲେ ନାହିଁ। ପୁଣି ସଦାପ୍ରଭୁଙ୍କର ଚୁକ୍ତିକୁ ସେମାନେ ଭାଙ୍ଗିଲେ ଓ ସଦାପ୍ରଭୁଙ୍କ ସେବକ ମୋଶାଙ୍କର ସମସ୍ତ ଆଜ୍ଞା ମାନିଲେ ନାହିଁ। ଆଉ ତାହା ଶୁଣିବାକୁ ସମ୍ମତ ହେଲେ ନାହିଁ କି ତାହା ପାଳନ କଲେ ନାହିଁ।

Viz kapitola kopírovat




2 ରାଜାବଳୀ 18:12

Následuj nás:

Reklamy


Reklamy